ଜଙ୍ଗଲରେ ଭୟଙ୍କର ନିଆଁ, ଶହ ଶହ ହେକ୍ଟର ଜଙ୍ଗଲ ଜଳୁଛି
by Argus News
Sat, Apr 27 | 11:14 a.m.

ଅର୍ଗସ ବ୍ୟୁରୋ:  ଉତ୍ତରାଖଣ୍ଡର ନୈନିତାଲର ଜଙ୍ଗଲରେ ଭୟଙ୍କର ନିଆଁ । ଶହ ଶହ ହେକ୍ଟର ଜଙ୍ଗଲ ଜଳୁଛି । ନିଆଁ ଗୋଟିଏ ପରେ ଗୋଟିଏ ଅଂଚଳକୁ ବ୍ୟାପିବାରେ ଲାଗିଛି । ନିଆଁ ଏତେ ଭୟଙ୍କର ଜଳୁଛି ଯେ, ନିଆଁ ଲିଭାଇବାକୁ ବାୟୁସେନା ଓ ସ୍ଥଳସେନାର ସହାୟତା ନିଆଯାଛି । ବାୟୁସେନାର  Mi-17 helicopter ଦ୍ବାରା ଭୀମତାଲ ହ୍ରଦରୁ ପାଣି ଆଣି ଲିଭାଯାଉଛି । ସେପଟେ ନିଆଁକୁ ଆୟତ୍ତ କରିବା ପ୍ରଶାସନ ପାଇଁ ବଡ ଚ୍ୟାଲେଜ ବୋଲି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ କହିଛନ୍ତି ।

ଅଧିକ ପଢ଼ନ୍ତୁ ଦେଶ ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍