ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଦ୍ବିତୀୟ ଥର ଶପଥ ନେଲେ ନାୟବ ସିଂ ସୈନୀ
by Argus News
Thu, Oct 17 | 2:39 p.m.

ନୂଆଦିଲ୍ଲୀ:  ହରିୟାଣାର ପୁଣି ସୈନୀ ସରକାର।  ହରିୟାଣାର ମୁଖ୍ୟମନ୍ତ୍ରୀ ଭାବେ ଦ୍ବିତୀୟ ଥର ଶପଥ ନେଲେ ନାୟବ ସିଂ ସୈନୀ।

ସାଇନିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ।  ହରିୟାଣା ପଞ୍ଚକୁଲାରେ ଭବ୍ୟ ଶପଥ ଗ୍ରହଣ ସମାରୋହ।  ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ। 

ଅଧିକ ପଢନ୍ତୁ ଭାରତ ଖବର 
 

ଉଚ୍ଚ ଜୁଆର
8m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
12m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ