ହରିୟାଣାର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି  
by Argus News
Wed, Oct 16 | 4:37 p.m.

ନୂଆଦିଲ୍ଲୀ: ହରିୟାଣାର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ହେବେ ନାୟବ ସିଂ ସାଇନି  । ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଚୁଡାନ୍ତ ହୋଇଛି । ନାୟବ ସିଂ ସାଇନି  ଦ୍ବିତୀୟ ଥର ପାଇଁ ହରିୟାଣର ମୁଖ୍ୟମନ୍ତ୍ରୀ ହେବେ । ଆଜି ବିଜେପି ବିଧାୟକ ଦଳ ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୂ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ ।

ଆସନ୍ତ କାଲି ଶପଥ ଗ୍ରହଣ ସମାରୋହ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଓଡିଶା ସମେତ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଏଥିରେ ଯୋଗ ଦେବେ । 

ଅଧିକ ପଢନ୍ତୁ ଭାରତ ଖବର 

ଆଦାନୀ
ଆଦାନୀ କିଣିଲା ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ
ଅର୍ଗସ ବ୍ୟୁରୋ:ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ କିଣିଲା ଆଦାନୀ ଏଣ୍ଟରପ୍ରାଇଜ୍ରସ ଲିମିଟେଡ୍। ଫଳରେ ଆଦାନୀ ଗ୍ରୁପର ସହାୟକ କମ୍ପାନୀ ଆଦାନୀ ଏୟାରପୋର୍ଟ ହୋଲ୍ଡିଂ ଲିମିଟେଡ
ଲିଜେଣ୍ଡସ୍ ଲିଗ୍
ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ସଦର୍ଣ୍ଣ  ସୁପରଷ୍ଟାର ସହ କୋଣାର୍କ ସୂର୍ଯ୍ୟାସ୍ ସହ ଫାଇନାଲ୍ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ । ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ଚାଲିଛି ଫାଇନାଲ୍ ମ୍ୟାଚ୍। ଶକ୍ତିଶାଳୀ ସଦର୍ଣ୍ଣ ସୁପରଷ୍ଟାର ସହ ହେଉଛି କୋଣାର୍କ ସୂର୍ଯ୍ୟାସ
ରାଜଧାନୀରେ ଲୁଟ ଅପରେସନ
ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍, ୬ସାଇବର ଠକଙ୍କୁ ବାନ୍ଧିଲା କମିସନରେଟ୍ ପୋଲିସ
ଅର୍ଗସ ବ୍ୟୁରୋ:ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍। ଆପାର୍ଟମେଣ୍ଟରେ କଲସେଣ୍ଟର କରି ଲୁଟୁଥିଲେ ସାଇବର ମାଫିଆ। ଫ୍ଲୁଏଣ୍ଟ ଇଂଲିସରେ ଆମେରିକା, ଚୀନ, ଇଂଲଣ୍ଡ ଲୋକଙ୍କ