ଆଜି ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହେବେ ବିଜେପିର ବରିଷ୍ଠ ନେତା
by Argus News
Fri, Jun 07 | 8:21 a.m.

ଅର୍ଗସ ବ୍ୟୁରୋ : ଆଜି ଏନଡିଏର ଆଉ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ । ସଂସଦର ସେଣ୍ଟ୍ରାଲ ହଲରେ ଦିନ ୧୧ଟାରେ ବସିବ ବୈଠକ ।  ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହେବେ ବିଜେପିର ବରିଷ୍ଠ ନେତା । ବୈଠକରେ ଯୋଗଦେବେ ଏନଡିଏର ସହଯୋଗୀ ଦଳ ଟିଡିପି, ଜେଡିୟୁ, ଶିବସେନା ଓ ଲୋକଜନଶକ୍ତି ପାର୍ଟିର ନେତା ।

ଅଧିକ ପଢନ୍ତୁ : ମୋଦିଙ୍କ ଶପଥ ଗ୍ରହଣରେ ସାମିଲ ହେବେ ବିଶିଷ୍ଟ ନେତା

ସରକାର ଗଠନ ନେଇ ବିସ୍ତୃତ ଆଲୋଚନା ପରେ ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ପାଇଁ ଜଣାଇବେ ଦାବି। ଦିଲ୍ଲୀ ଯାଇଥିବା ଓଡ଼ିଶାର ନବ ନିର୍ବାଚିତ ବିଜେପି ସାଂସଦ ବି ଦଳର ସଂସଦୀୟ ବୋର୍ଡ ବୈଠକରେ ହେବେ ସାମିଲ । 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା