ଫସିଥିବା ଶ୍ରମିକଙ୍କ ପାଖରେ ପହଞ୍ଚିଲା ଏନଡିଆରଏଫ 
by Argus News
Tue, Nov 28 | 3:46 p.m.

ନୂଆଦିଲ୍ଲୀ: ଆଉ କିଛି ସମୟର ଅପେକ୍ଷା।  ଟନେଲରେ ଫସିଥିବା ଶ୍ରମିକ ହେବେ ଉଦ୍ଧାର । ଟନେଲ ଭିତରୁ ପସିଲା ଉଦ୍ଧାରକାରୀ ଟିମ୍‌।

ବର୍ତ୍ତମାନ ଉଦ୍ଧାରକାରୀ ଦଳ ଫସିଥିବା ଶ୍ରମିକଙ୍କ ପାଖରେ। ଟନେଲ ଭିତରୁ ରଶି ଆଉ ପାଇପ୍‌॥ ଶିଘ୍ର ଜଣଙ୍କ ପରେ ଜଣେ ପାଇପ୍‌ ଦ୍ୱାରା ହେବେ ଉଦ୍ଧାର ।  ଡ୍ରିଲିଂ କାମ ଶେଷ ହୋଇଥିବା ସୂଚନା।ଦୀର୍ଘ ୧୭ ଦିନ  ପରେ ଦେଖିକ ଖୋଲା ଆକାଶ।   ଫସିଥିବା ଶ୍ରମିକଙ୍କ ସମ୍ପର୍କୀୟ ମାନେ ଟନେଲ ବାହାରେ ଅନେଇ ରହିଛନ୍ତି କେତେବେଳ ଉଦ୍ଧାର ହେବେ। 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ