ଦାୟିତ୍ୱ ଗ୍ରହଣ କଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା
by Argus News
Mon, Jul 01 | 7:51 a.m.

ଅର୍ଗସ ବ୍ୟୁରୋ: ଦାୟିତ୍ୱ ଗ୍ରହଣ କଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଲୋକସେବା ଭବନରେ ପ୍ରଦୀପ ଜେନାଙ୍କଠାରୁ ନେଲେ ଦାୟିତ୍ବ। 1990 ବ୍ୟାଚ ଆଇଏଏସ ଅଧିକାରୀ ମନୋଜ ଆହୁଜା ଗତ 2017ରୁ କେନ୍ଦ୍ରୀୟ ଟେପୁଟେସନରେ ଥିଲେ । ରାଜ୍ୟ ନୂଆ ସରକାର ଆସିବା ପରେ ମନୋଜ ଆହୁଜାଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଅନୁରୋଧ କରିଥିଲେ । ରାଜ୍ୟ ସରକାରଙ୍କ ଅନୁରୋଧକୁ ରକ୍ଷା କରି ମନୋଜଙ୍କୁ ରିଲିଫ କରିଥିଲେ କେନ୍ଦ୍ର ସରକାର । ନୂଆ ଦାୟିତ୍ବ ନେବା ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ନୂଆ ମୁଖ୍ୟ ଶାସନ ସଚିବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

କୁସୁମା ପ୍ରୋଜେକ୍ଟ
ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍
ଅର୍ଗସ ବ୍ୟୁରୋ: କୁସୁମା ପ୍ରୋଜେକ୍ଟ ନେଇ କ୍ରୀଡ଼ା ବିଭାଗର ସ୍ପଷ୍ଟୀକରଣ । ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍ । ପୌରପାଳିକାର ମିଛର ପୋଲ୍ ଖୋଲିଲା କ୍ରୀଡ଼ା ବିଭା
ସୁଧା ମୂର୍ତ୍ତି
ରାଜ୍ୟସଭାରେ ଗର୍ଭାଶୟ କର୍କଟ କଥା ଉଠାଇଲେ ସୁଧା ମୂର୍ତ୍ତି
ଅର୍ଗସ ବ୍ୟୁରୋ: ସୁଧା ମୂର୍ତ୍ତି । ନିଜର ସାଧାରଣ ଜୀବନଯାପନ ଲାଗି ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । ହେଲେ ଏବେ ରାଜ୍ୟସଭାରେ ସେ ଯେଉଁପରି ଭାବରେ ଓଜ୍ଵସୀ ଭାଷଣ ଦେଇଛନ୍ତି ତାହାକୁ ନେଇ ପୁର
ଡେଙ୍ଗୁ
ଗତବର୍ଷ ଅପେକ୍ଷା ରାଜ୍ୟରେ ଡେଙ୍ଗୁ କେସ ୧୦୦ ରୁ ୧୫୦ ଅଧିକ ରହିଛି
ଭୁବନେଶ୍ୱର: ଚିନ୍ତା ବଢ଼ାଉଛି ଡେଙ୍ଗୁ । ବର୍ତ୍ତମାନ ବଲାଙ୍ଗିର ଜିଲ୍ଲା ସଇଁତଳାର ଏକ ଗାଁ ହଟସ୍ପଟ୍ ହୋଇଛି । ୧୧ ଡେଙ୍ଗୁ କେସ୍ ସେହି ସ୍ଥାନରେ ଚିହ୍ନଟ ହୋଇଛି । ଗତବର୍ଷ ଅପେକ୍ଷା ରାଜ୍ୟର