ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ନୂଆ ଅତିଥି , ଭିଡିଓ ପୋଷ୍ଟ କଲେ ମୋଦି
by Argus News
Sat, Sep 14 | 9:42 p.m.

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ନୂଆ ଅତିଥି । ବାଛୁରୀ ସହିତ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ଏବଂ ଫଟୋ ଖୁବ୍ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ନିଜେ ଭିଡିଓ ପୋଷ୍ଟ କରି ବାଛୁରୀ ମୁଣ୍ଡରେ ଜ୍ୟୋତି ଚିହ୍ନ ରହିଥିବା କହିଛନ୍ତି ।

ଅଧିକ ପଢନ୍ତୁ ଭାରତ ଖବର

ବାଛୁରୀର ନାଁ ‘ଦୀପଜ୍ୟୋତି’ ରଖିଛନ୍ତି ମୋଦି। ଭିଡିଓ କ୍ଲିପ୍ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଲେଖିଛନ୍ତି ଯେ ଆମ ଶାସ୍ତ୍ରରେ କୁହାଯାଇଛି - ଗାଈ: ସର୍ବସୁଖ ପ୍ରଦାଃ। ବାଛୁରୀ ସହିତ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ଏବଂ ଫଟୋକୁ ଲୋକେ ପ୍ରଶଂସା କରିଛନ୍ତି ।
 

ୱାକି ଟକି ବ୍ଲାଷ୍ଟ
7m ago
ଆଜି ମଧ୍ୟପ୍ରାଚ୍ୟରେ ୱାକି ଟକି ବ୍ଲାଷ୍ଟ , ୨୦ରୁ ଅଧିକ ମୃତ
ଅର୍ଗସ ବ୍ୟୁରୋ : ମଧ୍ୟପ୍ରାଚ୍ୟରେ ସିରିଜ୍ ଗ୍ୟାଜେଟ୍ ହମଲା । ଲେବାଲନ୍ ପେଜର୍ ବ୍ଲାଷ୍ଟରେ ଥରହର ହେବା ପରେ ଆଜି ୱାକି ଟକି ବ୍ଲାଷ୍ଟରେ ୨୦ରୁ ଅଧିକ ମୃତ ଏବଂ ଅନେକ ଆହତ ହୋଇଛନ୍ତି
ରୋଜଗାର
11m ago
୧୦୦ ମହିଳାଙ୍କୁ ରୋଜଗାର ଯୋଗାଉଛି ଅଳିଆ ଆବର୍ଜନା
କୋରାପୁଟ: ଅଳିଆ ଆବର୍ଜନା ଯୋଗାଇଛି ରୋଜଗାର । ଯାହାକୁ ଅଳିଆ କହି ଲୋକେ ବାହାରେ ଏଣେ ତେଣେ ଫୋପାଡି ଦିଅନ୍ତି, ସେହି ଅଳିଆ ଆଜି ଜୟପୁରର ୧୦୦ ମହିଳାଙ୍କୁ ଯୋଗାଉଛି ରୋଜଗାର। ଅଳିଆ
ଗଣଦୁଷ୍କର୍ମ
26m ago
୧୮ ବର୍ଷୀୟା ଯୁବତୀଙ୍କ ସହ ଗଣଦୁଷ୍କର୍ମ ନେଇ ଅଭିଯୋଗ
ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା କୁତ୍ରା ଅଞ୍ଚଳରେ ଚାଞ୍ଚଲ୍ୟ । ୧୮ ବର୍ଷୀୟା ଯୁବତୀଙ୍କ ସହ ଗଣଦୁଷ୍କର୍ମ ନେଇ ଅଭିଯୋଗ । କୁତ୍ରା ଥାନାରେ ପୀଡିତାଙ୍କ ଅଭିଯୋଗ ପରେ ମାମଲା ରୁଜୁ