ପୁଣି ଭାଙ୍ଗିଲା ଚୋକର୍ସ ଦକ୍ଷିଣ ଆଫ୍ରିକାର ୱାର୍ଲଡକପ୍ ସ୍ବପ୍ନ
by Argus News
Mon, Oct 21 | 8:02 a.m.

ନୂଆଦିଲ୍ଲୀ: ଆଇସିସି ମହିଳା ଟି୨୦ ବିଶ୍ବକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି ନ୍ୟୁଜିଲାଣ୍ଡ। ଅନ୍ୟପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ବିତୀୟ ଥର ପାଇଁ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା।  ଆମେଲିଆ କେରଙ୍କ ଅଲରାଉଣ୍ଡ ସଫଳତା ବଳରେ ନ୍ୟୁଜିଲାଣ୍ଡ ଏହାର ଆଇସିସି ଟ୍ରଫି ମରୁଡି ଶେଷ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ନ୍ୟୁଜିଲାଣ୍ଡର ଆମେଲିଆ କେର୍‌ ପ୍ରଭାବୀ ବ୍ୟାଟିଂ କରିଛନ୍ତି।

ଆମେଲିଆ ୪୩ ରନ୍‌ କରିଥିବା ବେଳେ ନ୍ୟୁଜିଲାଣ୍ଡ ୨୦ ଓଭରରେ ୫ ଉଇକେଟ ହରାଇ ୧୫୮ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୯ ଉଇକେଟରେ ୧୨୬ ରନ୍‌ରେ ସୀମିତ ରହିଥିଲା। 

ଅଧିକ ପଢନ୍ତୁ କ୍ରୀଡା ଖବର 

ମୁହାଣ ମଝିରେ
1m ago
ମୁହାଣ ମଝିରେ ବାଲିବସ୍ତା ପକାଇ ବନ୍ଧ ବାନ୍ଧିଲେ
ଅର୍ଗସ ବ୍ୟୁରୋ: ବାତ୍ୟା ପ୍ରଭାବରେ ଗଞ୍ଜାମ ଉପକୂଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଭଳି ସ୍ଥିତିରେ ବର୍ଷାଜଳକୁ ଆଖି ଆଗରେ ରଖି ଶତାଧିକ ମସ୍ୟଜୀବୀ ସମୁଦ୍ର ଏବଂ ମୁହା
GOVERNMENT'S
24m ago
ବାତ୍ୟା ମୁକାବିଲା ଲାଗି ସରକାରଙ୍କ ବଡ ପ୍ରସ୍ତୁତି
ଅର୍ଗସ ବ୍ୟୁରୋ: ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ସ୍ବତନ୍ତ୍ର ରିଲିଫ କମିଶନର ସମେ
CHIEF MINISTER
31m ago
ବାତ୍ୟା ମୁକାବିଲାର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ: ଓଡ଼ିଶା ମୁହାଁ ବାତ୍ୟା ଦାନା। ପୁରୀ ଓ ସାଗର ଦ୍ବୀପ ମଝିରେ ହେବ ବ୍ୟାତ୍ୟାର ଲ୍ୟାଣ୍ଡଫଲ୍ । 24 ତାରିଖ ରାତି ଓ 25 ତାରିଖ ସକାଳେ ହୋଇପାରେ ଲ୍ୟାଣ୍ଡଫଲ୍ । ପବନର ବେ