ନାଳରୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର
by Argus News
Thu, Nov 09 | 3:24 p.m.

ବ୍ରହ୍ମପୁର: ଅଲୋଡ଼ା ହେଲା ଶିଶୁ କନ୍ୟା l ନାଳରୁ ଉଦ୍ଧାର ହେଲା ସଦ୍ୟ ଜନ୍ମିତ ଶିଶୁର ମୃତଦେହ । ଏମିତି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ସମ୍ମୁଖରେ । ଆଜି(ଗୁରୁବାର) ସକାଳୁ ଥାନା ସମ୍ମୁଖରେ ଥିବା ଏକ ନାଳରେ ଗୋଟିଏ ନବଜାତ ଶିଶୁର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ସେଠାରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର କରିଥିବାବେଳେ କିଏ ଓ କେଉଁ ପରିସ୍ଥିତିରେ ଏହି ଶିଶୁ କନ୍ୟାକୁ ନାଳରେ ଫିଙ୍ଗି ଚାଲି ଯାଇଛି ତାହା ଅସ୍ପଷ୍ଟ ରହିଛି । ତେବେ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଶ୍ଚର୍ଯ୍ୟ; ଆଜି ବି ଅଛି ଶିଶୁକନ୍ୟାକୁ ନେଇ ଏଭଳି ମାନସିକତା

ରାଜ୍ୟରେ ଲାଗୁ ହେବ
15m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର