ପାଭୋ ନର୍ମିରେ ସ୍ବର୍ଣ୍ଣ ପଦକ ହାସଲ କଲେ ନିରଜ
by Argus News
Wed, Jun 19 | 8:23 a.m.

ଅର୍ଗସ ବ୍ୟୁରୋ: ପ୍ୟାରିସ୍ ଅଲିମ୍ପିକ୍ ପୂର୍ବରୁ ଦମଦାର ଫର୍ମରେ ନିରଜ ଚୋପ୍ରା । ପାଭୋ ନର୍ମିରେ ନୀରଜ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଅଲିମ୍ପିକ୍ ତଥା ବିଶ୍ବ ବିଜେତା ଭାରତୀୟ ଜାଭ୍‌ଲିନ୍‌ ତାରକା ନୀରଜ ଚୋପ୍ରା ଚମତ୍କାର ଢ଼ଙ୍ଗରେ ପ୍ରତିଯୋଗିତାକୁ ଫେରିଛନ୍ତି। ଫିନଲ୍ୟାଣ୍ଡ୍‌ର ଟୁର୍କୁରେ ମଙ୍ଗଳବାର ଖେଳାଯାଇଥିବା ପାଭୋ ନୁର୍ମି କ୍ରୀଡ଼ାରେ ନୀରଜ ସ୍ବର୍ଣ୍ଣ ପଦକ ଜିତି ପ୍ୟାରିସ୍ ଅଲିମ୍ପିକ୍ସ ପୂର୍ବରୁ ନିଜ ଆତ୍ମବିଶ୍ବାସ ବଢ଼ାଇଛନ୍ତି। ୨୬ ବର୍ଷୀୟ ନୀରଜ ଏକ ମାତ୍ର ଭାରତୀୟ ଭାବେ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ। ତୃତୀୟ ପ୍ରୟାସରେ ୮୫.୯୭ ମିଟର୍ ଜାଭେଲିନ ଥ୍ରୋ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ ନୀରଜ ।
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା