ପଞ୍ଜାବ କିଙ୍ଗସ୍ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା
by Argus News
Tue, Apr 09 | 9:42 p.m.

ଅର୍ଗସ ବ୍ୟୁରୋ : ଆଜି ଚଣ୍ଡିଗଡ଼ର ମହାରାଜା ୟୁଦବିନ୍ଦର ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳଯାଉଥିବା ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ପଞ୍ଜାବ କିଙ୍ଗସ୍ ଏବଂ ସନରାଇଜର୍ସ ହାଇଦ୍ରାବାଦ୍  । ଏହି ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ୍ ଅଧିନାୟକ ଶିଖର ଧାୱନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ । 

ଫଳରେ ସନରାଇଜର୍ସ ହାଇଦ୍ରାବାଦ୍ ଅଧିନାୟକ ପ୍ୟାଟ୍ କୁମିନ୍ସଙ୍କ ନେତୃତ୍ବରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା‌ । ଧାର୍ଯ୍ୟ ୨୦ ଓଭରରେ ସନରାଇଜର୍ସ ହାଇଦ୍ରାବାଦ୍ ୯ ୱିକେଟ ୧୮୨ ହରାଇ ରନ୍ କରିଛି । ଫଳରେ ପଞ୍ଜାବ କିଙ୍ଗସ୍ ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ୍ ରହିଛି ।
 

ମତଦାନ
7m ago
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
17m ago
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର
ଆଗାମୀ ୫ ଦିନ ରାଜ୍ୟରେ
33m ago
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖର