ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ : ପୃଥ୍ବୀରାଜ ହରିଚନ୍ଦନ
by Argus News
Wed, Jun 19 | 7:48 p.m.

ଅର୍ଗସ ବ୍ୟୁରୋ : ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ନେଇ ହଟିଲା ଦ୍ବନ୍ଦ୍ବ । ଏ ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କହିଛନ୍ତି 8 ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ଏଯାଏଁ କୌଣସି ନିଷ୍ପତ୍ତି ହୋଇନାହିଁ । ASIର ଅଧିକାରୀ ଏ ନେଇ ବୟାନ ଦେଇ ବିଭ୍ରାନ୍ତି ସୃଷ୍ଟି କରିଛନ୍ତି। ନିଜ ଦୋଷ ତ୍ରୁଟି ଲୁଚାଇବାକୁ ଏଭଳି ASI ଅଧିକାରୀ ଏଭଳି ବୟାନ ଦେଇଛନ୍ତି, ସମ୍ପୃକ୍ତ ASI ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

ଅଧିକ ପଢନ୍ତୁ : ରଥଯାତ୍ରା ପରଦିନ ଖୋଲିବ ରତ୍ନଭଣ୍ଡାର , ସୂଚନା ଦେଲେ ASI ସୁପରିଟେଣ୍ଡେଣ୍ଟ

ତେବେ ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ସୂଚନା ଦେଇଥିଲେ ASI ସୁପରିଟେଣ୍ଡେଣ୍ଟ ଡିବି ଗଡନାୟକ ।  2018 ରିପୋର୍ଟ ଓ ଲେଜର ସ୍କାନିଂ ରିପୋର୍ଟ ଆଧାରରେ ଖୋଲିବ ରତ୍ନଭଣ୍ଡାର ବୋଲି ସୂଚନା ଦିଆଯାଇଥିଲା । ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଥିବା ଏଏସଆଇ ପକ୍ଷରୁ ସୂଚନା ମିଳିଥଲା । ହେଲେ ଏ ନେଇ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏଯାଏଁ ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ନିଆଯାଇନାହିଁ ।
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା