ନରେଗା କାମ ବନ୍ଦ ନେଇ ଜିଲ୍ଲାପାଳଙ୍କ ଠାରେ ଦାବି କଲେ ସରପଞ୍ଚ ଓ ସମିତି ସଭ୍ୟ ସଂଘ
by Argus News
Tue, Oct 22 | 12:21 p.m.

ଅର୍ଗସ ବ୍ୟୁରୋ:  ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକକୁ ମୁଖ୍ୟତଃ ଦାଦନ ପ୍ରବଣ ଅଞ୍ଚଳ ଭାବେ ବେଶ ଜଣାଶୁଣା । ଚଳିତ ଜୁଲାଇ ମାସରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ସମସ୍ତ ନରେଗା କାମ ବନ୍ଦ ହେଉଛି ।ମୁଖ୍ୟତଃ ଦାଦନ ଶ୍ରମିକ ମାନେ ବାହାର ରାଜ୍ୟ କୁ ଦାଦନ ଚାଲାଣ ସମୟ ରେ କାମ ମିଳିନଥିବା ଯୋଗୁଁ ଏହି ବାଧ୍ୟ ହୋଇ ଶ୍ରମିକ ମାନେ ବାହାର ରାଜ୍ୟ କୁ ଯାଇଥାନ୍ତି। ଏଣୁ ତୁରନ୍ତ ବିଭିନ୍ନ ନରେଗା କାମ କୁ ଏପ୍ରୁଭ  କରିବା ପାଇଁ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଙ୍କ ଠାରେ ଦାବି କରିଛି ବଙ୍ଗୋମୁଣ୍ଡା  ସରପଞ୍ଚ ଓ ସମିତି ସଭ୍ୟ ସଂଘ । ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା