ଋଷ ଗସ୍ତ କରିବେ ଅଜିତ ଡୋଭାଲ 
by Argus News
Sun, Sep 08 | 6:49 p.m.

ନୂଆଦିଲ୍ଲୀ : ଋଷ-ୟୁକ୍ରେନ ଯୁଦ୍ଧରେ ଶାନ୍ତି ଫେରାଇ ଆଣିବାକୁ ଭାରତର ବଡ଼ ପଦକ୍ଷେପ । ଋଷ ଗସ୍ତ କରିବେ ଅଜିତ ଡୋଭାଲ ।  ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏହି ସପ୍ତାହରେ ମସ୍କୋ ଗସ୍ତ କରିବେ । ସେଠାରେ ଋଷିଆର ପ୍ରତିନିଧିଙ୍କ ସହ ଆଲୋଚନା କରିବେ । ଏହା ପରେ ୟୁକ୍ରେନ ଯାଇ ସେଠି ବି ଆଲୋଚନା କରିବେ   । 

ଏଇ ଦୁଇ ଦେଶ ମଧ୍ୟରେ ଯୁଦ୍ଧରେ ବିରାମ ଓ ଶାନ୍ତି ଫେରାଇ ଆଣିବାକୁ ମଧ୍ୟସ୍ଥି କରୁଛି ଭାରତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ସପ୍ତାହ ତଳେ ଋଷ-ୟୁକ୍ରେନ ଗସ୍ତରେ ଯାଇଥିଲେ । ସେଠି ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନ୍ ଓ ଜେଲେନସ୍କି ସହ ଆଲୋଚନା କରିଥିଲେ । 
ଅଧିକ ପଢନ୍ତୁ ଭାରତ ଖବର 

ରାଜଧାନୀରେ
23m ago
ରାଜଧାନୀରେ ପୁଣି ବୋମାମାଡ: ୩ଟି ବୋମା ଫିଙ୍ଗିଲେ ଦୁର୍ବୁତ୍ତ
ଅର୍ଗସ ବ୍ୟୁରୋ: ରାଜଧାନୀରେ ପୁଣି ବୋମାମାଡ଼ ହୋଇଛି। କ୍ୟାପିଟାଲ ଥାନା ଅଞ୍ଚଳର ଦୁଇଟି ସ୍ଥାନରେ ବୋମାମାଡ ହୋଇଛି। ୨ଜଣ ଯୁବକ ବାଇକରେ ଆସି ଦୁଇଟି ସ୍ଥାନରେ ୩ଟି ବୋମା ପକାଇ ଫେରାର
ରାଜ୍ୟରେ
41m ago
ରାଜ୍ୟରେ ବିଜେପି ସରକାରକୁ ପୁରିଲା ୧୦୦ ଦିନ
ଅର୍ଗସ ବ୍ୟୁରୋ: ରାଜ୍ୟରେ ବିଜେପି ସରକାରକୁ ପୁରିଲା ୧୦୦ ଦିନ। ଶରଧାବାଲିରେ ୧୦୦ ଦିନର ହିସାବ ଦେବେ ସରକାର। ସଂକଳ୍ପ ପତ୍ରର ପ୍ରତିଶ୍ରୁତି ପୂରଣ ପାଇଁ ଜୁନ ୧୨ରେ ଶପଥ ନେଇଥିଲା ନୂ
ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର