ଏସମା ଲାଗୁ ସତ୍ତ୍ୱେ ଜିଦରେ ଅଟଳ ନର୍ସିଂ ଅଫିସର
by Argus News
Wed, Sep 25 | 10:47 a.m.

ଅର୍ଗସ ବ୍ୟୁରୋ:  ଆଜିଠୁ ଆନ୍ଦୋଳନ କରିବାକୁ ନର୍ସିଂ ସଂଘର ନିଷ୍ପତ୍ତି । ଏସମା ଲାଗୁ ସତ୍ତ୍ବେ ଜିଦରେ ଅଟଳ ନର୍ସିଂ ଅଫିସର । ଏପଟେ କିନ୍ତୁ ରାଜ୍ୟରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ ପ୍ରସଙ୍ଗରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଶ୍ବସ୍ତି । ନର୍ସିଂ କର୍ମଚାରୀ ଦେଇଥିବା ବନ୍ଦ ଆନ୍ଦୋଳନ ପ୍ରସଙ୍ଗରେ ଆଜି ନର୍ସିଂ ଅଫିସରଙ୍କ ସହ ଆଲୋଚନା ହେବ। ଖୁବଶୀଘ୍ର ସେମାନଙ୍କ ଦାବି ପୂରଣ ପାଇଁ ସରକାର ଚେଷ୍ଟା କରୁଛନ୍ତି। ନର୍ସିଂ ଅଫିସରମାନେ ଆନ୍ଦୋଳନ ପ୍ରତ୍ୟାହାର କରିବେ ବୋଲି ଆଶାବାଦୀ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ । ଅନ୍ୟପଟେ ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ଦୁଇଟି ମେଡିକାଲ କଲେଜ। ଫୁଲବାଣୀ ଏବଂ ତାଳଚେର ମେଡ଼ିକାଲ କାର୍ଯ୍ୟକ୍ଷମ ହେବ। ଏନେଇ ରାଜ୍ୟ ସରକାର କାର୍ଯ୍ୟ ଜାରି ରଖିଥିବା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ପାଟିରେ କଳାଫିତା
47m ago
ପାଟିରେ କଳାଫିତା କାମୁଡି କାହିଁକି ବ୍ୟାଟିଂ କଲେ ଶାକିବ
ଅର୍ଗସ ବ୍ୟୁରୋ: ସବୁଦିନ ଆପଣ କ୍ରିକେଟ ଦେଖୁଥିବେ ହେଲେ ଏଫଟୋ ଉପରେ ଭଲ ଭାବେ ନଜର ପକାନ୍ତୁ। ଆପଣଙ୍କୁ ଏ ଫଟୋ ପ୍ରଥମେ ସାଧାସିଧା ଲାଗିବ। କିନ୍ତୁ ଫଟୋ ପଛର କଳାଫିତାର ରହସ୍ୟ ଜାଣିଲେ ଆପଣଙ୍କ
ଭଟ୍ଟାରିକା ମା'
48m ago
ସାର୍ବଜନୀନ ହେଲା ଭଟ୍ଟାରିକା ମା'ଙ୍କ ସୁନା ଓ ରୁପା ଅଳଙ୍କାର
କଟକ: ସାର୍ବଜାନିକ ହେଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ଭଟ୍ଟାରିକା ମା'ଙ୍କ ସୁନା ଓ ରୁପା ଅଳଙ୍କାର । ସର୍ବମୋଟ ସୁନା 1065.98 ଗ୍ରାମ ଏବଂ ରୂପା 2799.55 ଗ୍ରାମ ଗଣତିରୁ ଜଣାଗଲା
ପ୍ରେମିକ
ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା
ଭୁବନେଶ୍ୱର: ପ୍ରେମିକ ଘର ଆଗରେ ପ୍ରେମିକାର ଧାରଣା । ବାଲିଅନ୍ତା ଥାନା ସରକଣା ଗ୍ରାମ ର ବିଶ୍ଵଜୀତ୍ ସାମନ୍ତରାୟଙ୍କ ଘର ପିଣ୍ଡାରେ ଧାରଣାରେ ବସିଛନ୍ତି ତାଙ୍କ ପ୍ରେମିକା