ଓଡିଆ ଝିଅ ଦେଶର ପ୍ରଥମ ମହିଳା ଏଡିସି 
by Argus News
Thu, Nov 30 | 1:46 p.m.

ଅର୍ଗସ ବ୍ୟୁରୋ: ଓଡିଆ ଝିଅ ମନୀଷା ପାଢୀ ଦେଶର ପ୍ରଥମ ମହିଳା ଏଡିସି(Aide-De-Camp) ଭାବେ ନିଯୁକ୍ତି ପାଇଛନ୍ତି । ମିଜୋରାମ ରାଜ୍ୟପାଳ ଡ.ହରିବାବୁ କାମଭାମପତିଙ୍କର ଏଡିସି ଭାବେ ତାଙ୍କୁ ନିଯୁକ୍ତି ମିଳିଛି । ମନୀଷା ହେଉଛନ୍ତି 2015 ବ୍ୟାଚର ଭାରତୀୟ ବାୟୁସେନା ଅଫିସର । ଏଡିସି ଭାବେ ଦାୟିତ୍ୱ ଗ୍ରହଣ ପରେ ମନୀଷାଙ୍କୁ ମେଘାଳୟ ରାଜ୍ୟପାଳଙ୍କ ରାଜଭବନରେ ସମସ୍ତ ବରିଷ୍ଠ ଅଧିକାରୀଙ୍କ ସହିତ ପରିଚୟ କରାଯାଇଛି ।

ଇଣ୍ଡୋନେସିଆ ରାଜଧାନୀ ଜାକର୍ତ୍ତାରେ ଚମକିଲେ ରନଭି

ମନୀଷାଙ୍କ ଘର ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ।  ତାଙ୍କର ଏହି ଉପଲବ୍ଧି ପାଇଁ ପୁରା ଜିଲ୍ଲା, ରାଜ୍ୟ ଆଜି ଗୌରବାନ୍ୱିତ ହୋଇଛି । ଏହାପୂର୍ବରୁ ମନୀଷା ଏୟାର ଫୋର୍ସ ଷ୍ଟେସନ ଭତିଣ୍ଡା ଭଳି 3ଟି ସ୍ଥାନରେ କାର୍ଯ୍ୟ କରିଛନ୍ତି । ପ୍ରତ୍ୟେକ କ୍ଷେତ୍ରରେ ସେ ନିଜକୁ ପ୍ରମାଣ କରିଛନ୍ତି । ମହିଳାମାନଙ୍କ ପାଇଁ ଏକ ଉଦାହରଣ ପାଲଟିଛନ୍ତି । 

ଜାତୀୟ ସ୍ତରରେ ଚମକିଲେ ଓଡିଆ ଝିଅ


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ