ଝାରସୁଗୁଡ଼ାରେ ସର୍ବାଧିକ, ବଲାଙ୍ଗିରରେ ସର୍ବନିମ୍ନ ମତଦାନ
by Argus News
Mon, May 20 | 12:40 p.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୦୭ ପ୍ରତିଶତ ମତଦାନ ହୋଇଛି । ସେହିପରି ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨% ଭୋଟିଂ ହୋଇଛି । ବଲାଙ୍ଗିରରେ ସର୍ବନିମ୍ନ ୧୭.୧୬% ମତଦାନ ହୋଇଛି ।

ସକାଳ ୯ଟା ସୁଦ୍ଧା ୬.୯୯% ମତଦାନOdisha. 21.07% votes have been cast till 11:00 am

5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।   9162ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି  79 ଲକ୍ଷ  69 ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି  । 

ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି  । ପ୍ରାୟ 102 କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ 60ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ। 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ