ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ
by Argus News
Mon, May 20 | 10:13 a.m.

ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି । ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ୩୫ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ ।   

ଅଧିକ ପଢନ୍ତୁ ଓଡ଼ିଶା ଖବର  

୯୧୬୨ଟି ମତଦାନ କେନ୍ଦ୍ରରେ ଭୋଟ ଦେଉଛନ୍ତି ୭୯ ଲକ୍ଷ ୬୯ ହଜାର ଭୋଟର । ନିର୍ବାଚନକୁ ଅବାଧ ନିରପେକ୍ଷ ଓ ସ୍ବଚ୍ଛ ଭାବେ ପରିଚାଳନା କରିବା ପାଇଁ ଜିଲ୍ଲାପାଳଙ୍କ ନେତୃତ୍ବରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଫ୍ଲାଇଙ୍ଗ ସ୍କ୍ବାଡ ସହ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି  । ପ୍ରାୟ ୧୦୨ କମ୍ପାନୀ ସୁରକ୍ଷା ବାହିନୀ ନିୟୋଜିତ ହୋଇଥିବା ବେଳେ ୬୦ଟି ବୁଥରେ ହେଉଛି ଲାଇଭ ଷ୍ଟ୍ରିମିଂ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା