ଏପ୍ରିଲ 25 ରୁ ସ୍କୁଲରେ ଖରା ଛୁଟି
by Argus News
Sun, Apr 21 | 2:38 p.m.

ଅର୍ଗସ ବ୍ୟୁରୋ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ 25 ରୁ ରାଜ୍ୟରେ ଖରା ଛୁଟି । ଖରାକୁ ଦୃଷ୍ଟିରେ ରଖି ଏପ୍ରିଲ 18 ରୁ 20 ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା । ତେବେ ଖରା ପାଇଁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । 22 ରୁ 24  ଯାଏଁ ହେବ ସକାଳୁଆ ସ୍କୁଲ ।  ସକାଳ 6 ଟା 30 ରୁ 10 ଟା 30 ପର୍ଯ୍ୟନ୍ତ ହେବ ପାଠପଢା ।  
 

 

HEAT WAVE
4m ago
ତତଲା କଢେଇରେ ଭାଜି ହେଉଛି ଓଡିଶା
ଅର୍ଗସ ବ୍ୟୁରୋ: ତତଲା କଢେଇରେ ସାରା ଓଡ଼ିଶା। ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳୁ ସକାଳୁ ପ୍ରବାଳ ଗରମ ହେଉଛି । ସକଳ 8.30 ସୁଦ୍ଧା ଭୁବନେଶ୍ୱରରେ ପାରଦ 34.6 ରେକର୍ଡ କରାଯାଇଛ
ELECTION UPDATE
14m ago
ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ଭୋଟ ଦେବେ ୭୯ ଲକ୍ଷ ୬୯ ହଜାର ଭୋଟର
ଭୁବନେଶ୍ୱର: ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । 5 ଟି ସଂସଦୀୟ କ୍ଷେତ୍ରର 35 ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ । ଯେଉଁଠି ମୋଟ ଭୋଟର ସଂଖ୍ୟା 79 ଲକ୍ଷ 69
WHOLE
41m ago
୨୪ ବର୍ଷର ସରକାରର ଅପାରଗତାରୁ ରାଜ୍ୟବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା
ଅର୍ଗସ ବ୍ୟୁରୋ: ଦାଦନ ଯନ୍ତ୍ରଣାରେ ଛଟପଟ ସାରା ଓଡ଼ିଶା । 24 ବର୍ଷର ସରକାରର ଅପାରଗତାରୁ ରାଜ୍ୟବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ବେନୁପା