ସରିଲା କାର୍ତ୍ତିକ, ଆଜି ଛାଡଖାଇ
by Argus News
Tue, Nov 28 | 8:37 a.m.

ଅର୍ଗସ ବ୍ୟୁରୋ:  ଶେଷ ହୋଇଛି ପବିତ୍ର କାର୍ତ୍ତିକ ମାସ । ଧର୍ମ ମାସ ସରିବା ପରେ ଆଜି ପାଳନ ହେବ ଛାଡଖାଇ । ମାସେଧିକ କାଳ ମୁହଁରେ ବାଜି ନଥିବା ଆମିଷ ମୁହଁରେ ବାଜିବ । ଛାଡଖାଇ- ଛାଡିଥିବା ଖାଦ୍ୟକୁ ପୁଣି ଖିଆଯିବ । ତେବେ ଏଥିପାଇଁ ଆମିଷ ଦୋକାନୀଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ମାକ୍ରେଟରେ ପ୍ରବଳ ଭିଡ ଦେଖିବାକୁ ମିଳିଛି।

ଆମିଶ ବଜାରରେ ବିକ୍ରି ହେଉଛି ଆମିଶ ଦ୍ରବ୍ୟ । ବ୍ରଏଲର କୁକୁଡା, ଖାସିମାଂସ, ମାଛ, ଡ୍ୟାମ ମାଛ, ଦେଶୀ କୁକୁଡା, ଅଣ୍ଡା,  ଚିଙ୍ଗୁଡି, କଙ୍କଡା ସହ ବିଭିନ୍ନ ପ୍ରକାରର ଶୁଖୁଆର ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତାକାଲି ବୁଧବାର ଥିବାରୁ ମାର୍କେଟରେ ଅଧିକ ଭିଡ ଜମିବ । ତେବେ ଲୋକମାନେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ପାଳନ କରିବେ ଛାଡଖାଇ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021