ସେ କାଳ ପଖାଳ ଆଉ ନାହିଁ କହି ସଚେତନ କଲେ ସିଏମ୍
by Argus News
Mon, Oct 28 | 4:59 p.m.

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତଙ୍କ ପ୍ରତି କଡ଼ା ମନ୍ତବ୍ୟ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କ୍ୟାନ୍‌ସର ଭଳି ଦୁର୍ନୀତିଗ୍ରସ୍ତଙ୍କୁ କାଢ଼ି ଫୋପାଡ଼ି ଦେବା ବୋଲି କହିଲେ । କ୍ୟାନସର ରୋଗ ଭଲ ହେବା ପାଇଁ ସେହି ଅଙ୍ଗଟିକୁ କାଟି ଦିଆଯାଏ । ଯେଉଁମାନେ ଦୁର୍ନୀତିଗ୍ରସ୍ତ ସେମାନଙ୍କୁ କାଢ଼ି ଅଲଗା କରିଦେବା । ଦୁର୍ନୀତିଗ୍ରସ୍ତଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତେଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେପି ସରକାର ଆସିବାରେ 140 ଦିନ ହୋଇଛି । ୬ ମୁଖ୍ୟଯନ୍ତ୍ରୀଙ୍କୁ ଦୁର୍ନୀତି ପାଇଁ ଗିରଫ କରି କୋର୍ଟ ପଠାଯାଇଛି ।


 

C-295 ଏୟାରକ୍ରାପ୍ଟ
ମେକ୍ ଇନ୍ ଇଣ୍ଡିଆ ମେଡ୍ ଫର ୱାର୍ଲ୍ଡ ଏବେ ଦେଶରେ ବନିବ C-295 ଏୟାରକ୍ରାପ୍ଟ
ଅର୍ଗସ ବ୍ୟୁରୋ: ଯବାନଙ୍କ କାନ୍ଧରେ ଦେଶ ସୁରକ୍ଷାର ଭାର। ଆତ୍ମନିର୍ଭର ଭାରତରେ ସ୍ବଦେଶୀ ଜ୍ଞାନୀକୌଶଳରେ ପ୍ରସ୍ତୁତ ହେଉଥିବା ପ୍ରତିରକ୍ଷା ଉପକରଣ ଆମ ଯବାନଙ୍କ ଶକ୍ତି ଓ ସାମର୍ଥ୍ୟକୁ ଦୁଇଗୁଣି
DIWALI 2024
ପଞ୍ଚଗବ୍ୟ ଦୀପ; ଵାୟୁମଣ୍ଡଳରେ ଅମ୍ଳଜାନ ତିଆରି କରିବାରେ ହେଉଛି ସହାୟକ
ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଆଲୋକର ପର୍ବ ଦୀପାବଳି । ଦୀପ ଲଗାଇ, ବାଣ ଫୁଟାଇ ସମସ୍ତେ ଆଲୋକର ପର୍ବ ଦୀପାବଳୀକୁ ପାଳନ କରିବେ । ହେଲେ ଏହାଦ୍ୱାରା ବାୟୁ ପ୍ରଦୂଷଣ ମାତ୍ରା କେତେ ବଢେ ତାହ
ମାଙ୍କଡ଼
ମାଙ୍କଡ଼ ପାଇଲା ନୂଆ ଜୀବନ,ବଜରଙ୍ଗ ଦଳକୁ ଶହେ ସଲାମ୍
ଅର୍ଗସ ବ୍ୟୁରୋ:ଲୋକେ କୁହନ୍ତି ଏ ଦୁନିଆଟା କୁଆଡେ ସ୍ବାର୍ଥପର,ଏଠି ସ୍ବାର୍ଥବିନା କିଛି ହୁଏନା। ସମସ୍ତେ ନିଜ ନିଜ ସ୍ବାର୍ଥସାଧନ ପାଇଁ ବ୍ୟସ୍ତା କିନ୍ତୁ ସବୁ ନାଇଁ ନାଇଁ ଭିତରେ ବି ହଁକ