ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ
by Argus News
Sat, Dec 16 | 7:53 a.m.

ଅର୍ଗସ ବ୍ୟୁରୋ : ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ । ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଲଗାତାର ତାପମାତ୍ରା କମିବାରେ ଲାଗିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୦ ଡିଗ୍ରୀ ତଳେ ୧୦ ସହରର ରାତ୍ରି ତାପାମାତ୍ରା ରହିଛି। । ବଢୁଛି ଶୀତର ପ୍ରକୋପ । ସ୍ୱାଭାବିକ ଠାରୁ ୨ରୁ ୩  ପ୍ରତିଶତ ତାପମାତ୍ରା କମ ରହିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ