ନୂଆ ଓ କାର୍ଯ୍ୟକ୍ରମରେ ନାଚ ଗୀତ ପାଇଁ ଖର୍ଚ୍ଚ କରିଥିଲେ ପ୍ରାୟ ୯୫ କୋଟି 
by Argus News
Fri, Aug 30 | 2:50 p.m.

ଭୁବନେଶ୍ୱର: ମୋହନ ଛାଟ । ପୂର୍ବ ବିଜେଡି ସରକାରର ନୂଆ ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ସରକାର ।  UG ଓ PG ଷ୍ଟୁଡେଣ୍ଟସ ନାଁ ରେ ଆସିବ ନୂଆ ଯୋଜନା । ଏହି ନୂଆ ଯୋଜନା ଚଳିତ ବର୍ଷରୁ ଆରମ୍ଭ କରିବେ ସରକାର । ଏହାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଛି କହିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ । 

ଉଚ୍ଚ ଶିକ୍ଷାରୁ ବଞ୍ଚିତ ହେଉଥ‌ିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା ଦେବେ ସରକାର । ପୂର୍ବର ବିଜେଡି ସରକାର ନାଚ ଗୀତରେ ଉଡାଇଥିଲେ କୋଟି କୋଟି ଟଙ୍କା । କଲେଜରେ ନାଚ ଗୀତ ପାଇଁ ଖର୍ଚ୍ଚ କରିଥିଲେ ପ୍ରାୟ ୯୫ କୋଟି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ମଧୁମେହ
4m ago
ମଧୁମେହ ରୋଗୀଙ୍କ ପାଇଁ ମେଥି ଖାଇବା ଲାଭ
ଅର୍ଗସ ବ୍ୟୁରୋ: ଆଜିକାଲି ଖରାପ ଜୀବନଶୌଳୀ ହେତୁ ଲୋକମାନେ ଅନେକ ପ୍ରକାରର ରୋଗର ଶିକାର ହେଉଛନ୍ତି। ସେହିପରି ମଧୁମେହ ଏପରି ଏକ ରୋଗ ଯାହା ଦେଶ ତଥା ବିଶ୍ଵରେ ମହାମାରୀ ପରି ବ୍ୟାପୁଛି
ପାଟଣାଗଡ଼ରେ
5m ago
ପାଟଣାଗଡ଼ରେ ୧୨ ଟିକିଆ ହାତୀ ପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବନାଞ୍ଚଲର ଟିକ୍ରାପଡ଼ା ସେକସନରୁ ଗତ ରାତିରେ ଗୁଦ୍ରାମୁଣ୍ଡା ପଟୁ 12ଟିକିଆ ହାତୀ ପଲ ଆସି ପାଟଣାଗଡ ରେଞ୍ଜର ସେମେଲ ମୁଣ୍ଡା ଗାଁର
କୁମ୍ଭୀର
5m ago
ଉଦ୍ଧାର ହେଲା ଥଣ୍ଟିଆ କୁମ୍ଭୀର
କଟକ: କାଠଯୋଡ଼ିରୁ ଉଦ୍ଧାର ହେଲା ଘଡ଼ିଆଳ ବା ଥଣ୍ଟିଆ କୁମ୍ଭୀର । କଟକ ସିଟି ରେଞ୍ଜ ଅଫିସ ଉଦ୍ୟମ ବଳରେ ଏହି କୁମ୍ଭୀରକୁ ଉଦ୍ଧାର କରାଯାଇଛି। ଦୀର୍ଘ ଏକ ମାସ ରୁ ଉର୍ଦ୍ଧ୍ବ ସମୟ ଧରି କାଠଯୋଡ଼