ଜାତୀୟ ସିନିୟର ଟେନିସ ବଲ ଚାମ୍ପିୟନଶିପ,ସେପ୍ଟେମ୍ବର ୨୯ରୁ  ଓଡ଼ିଶା ଟିମର ଚୟନ
by Argus News
Mon, Sep 23 | 7:53 p.m.

ଅର୍ଗସ ବ୍ୟୁରୋ:ଜମ୍ମୁ-କଶ୍ମୀରର ଶ୍ରୀନଗରରେ ନଭେମ୍ବର ୧୮ତାରିଖରୁ ୨୧ ଯାଏ  ଖେଳାଯିବ ୩୫ତମ ଜାତୀୟ ସିନିୟର ଟେନିସ ବଲ ଚାମ୍ପିୟନଶିପ। ଏହି ଟୁର୍ଣ୍ଣାମେଣ୍ଟ ଲାଗି ଓଡ଼ିଶା ଜାତୀୟ ସିନିୟର ଖେଳାଳିଙ୍କ ଚୟନ ପ୍ରକିୟା ଆସନ୍ତା ସେପ୍ଟେମ୍ବର ୨୯ରେ କରାଯିବ,ଏଥିରେ ଉଭୟ ମହିଳା ଏବଂ ପୁରୁଷ ଭାଗ ନେବେ। ଓଡ଼ିଶା ଟେନିସ ବଲ କ୍ରିକେଟ ଆସୋସିଏନ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଏଲଏଲସିସି ଗ୍ରାଉଣ୍ଡରେ ଚୟନ ପ୍ରକ୍ରିୟା ସକାଳ ୭ରୁ ଆରମ୍ଭ ହେଉଛି। ତେଣୁ ଜାତୀୟ ଦଳ ପାଇଁ ଖେଳିବାକୁ ଚାହୁଁଥିବା ଖେଳାଳିମାନେ ନିଜ ନିଜ ଆଧାର କାର୍ଡ ଧରି ଧାର୍ଯ୍ୟ ସମୟ ପୂର୍ବରୁ  ଆଇଆରସି ଭିଲେଜେ ର ଏଲଏଲସିସି ଗ୍ରାଉଣ୍ଡରେ ରିପୋର୍ଟିଂ କରିପାରିବେ। ପ୍ରଥମେ ପଞ୍ଜୀକରଣ କରାଯିବ ଓ ଏହାପରେ ଚୟନ ପ୍ରକ୍ରିୟା ଆରମ୍ଭ ହେବ
 

ପୁଷ୍ଟିକର
କଦଳୀ ଏବଂ କ୍ଷୀରକୁ ଏକାଠି ଖାଇବା ଦ୍ୱାରା ଶରୀରକୁ ଅନେକ ପୁଷ୍ଟିକର ଲାଭ ମିଳିଥାଏ
ଅର୍ଗସ ବ୍ୟୁରୋ: ଆମେ ଆଗରୁ ଜାଣିଛନ୍ତି ଯେ କ୍ଷୀର ଓ କଦଳୀ ଖାଇଲେ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଏହି ଦୁଇଟି ଏମିତି ଖାଦ୍ୟ ପଦାର୍ଥ ଯାହା ମିଶାଇକି ଖାଇଲେ ଶୀଘ୍ର ଓଜନ ବଢିଇବା ସ
HEALTH
କଲରା ସ୍ୱାସ୍ଥ୍ୟ ପାଇଁ ଭଲ ନା ଖରାପ ?
ଅର୍ଗସ ବ୍ୟୁରୋ: କଲରା ଖାଇବାକୁ କାହାକୁ ବି ଭଲ ଲାଗେ ନାହିଁ। ତଥାପି କଲରା ଖାଇବାକୁ ଘରେ ସମସ୍ତଙ୍କୁ ବାଧ୍ୟ କରନ୍ତି। କଲରା ମଧୁମେହ ରୋଗୀଙ୍କ ପାଇଁ ଏକ ଔଷଧ ଠାରୁ କମ
AMITABH BACHCHAN
ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ସହି ପାରିଲେନି ଅମିତାଭ
ଅର୍ଗସ ବ୍ୟୁରୋ: ପୁଣି ଚର୍ଚ୍ଚାରେ ବିଶ୍ୱ ସୁନ୍ଦରୀ। ଗତ କିଛି ଦିନ ହେବ ଅଭିନେତ୍ରୀଙ୍କ ଲାଇଫରେ ଅନେକ କିଛି ଚାଲିଛି। ଜୁଆଡେ ବି ଯାଅ ସେହି ଗୋଟିଏ ପ୍ରଶ୍ନକୁ ନେଇ ଆଲୋଚନା। ସତର