ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
by Argus News
Sun, Sep 22 | 9:08 p.m.

ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାରେ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ନ୍ୟୁୟର୍କର ଲଙ୍ଗ୍ ଆଇଲାଣ୍ଡର ନସାଉ କଲେଜିୟମରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ସ୍ଥାନ ପାଇଛି ବିଶ୍ବ ପ୍ରସିଦ୍ଧ ଓଡ଼ିଶୀ ନୃତ୍ୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଗତ ପାଇଁ କଳାକାର ମାନେ ଏହି ନୃତ୍ୟ ପରିବେଷଣ କରିବେ ଯେଉଁଥି ଲାଗି ଏହାର ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ଲାଗି ପ୍ରବାସୀ ଭାରତୀୟଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି।
 

ଲିଜେଣ୍ଡସଙ୍କ ଜଲୱା
ଯୋଧପୁରରେ ଲିଜେଣ୍ଡସଙ୍କ ଜଲୱା, ବ୍ଲୁ ସିଟିରେ ଜୟ ଜୟ କାର
ଅର୍ଗସ ବ୍ୟୁରୋ: ବ୍ଲୁ ସିଟିରେ ଜୟ ଜୟ କାର। ପଠାନ ବ୍ରଦର୍ସଙ୍କ ସହ କୋଣାର୍କ ସୂୟାଜ୍ ଓଡିଶାକୁ ସପୋର୍ଟ କରିବାକୁ ବରଖୁତୁଲ୍ଲା ଖାନ ଷ୍ଟାଡିଅମରେ ପହଂଚିଥିଲେ ବହୁ ସଂଖ୍ୟାରେ ଫ୍ୟାନ
ଓଡ଼ିଆ ଅସ୍ମିତା
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାର
STORY
Speed 10: ଜାଣନ୍ତୁ ଦିନର ବଡ ଖବର...
ଅର୍ଗସ ବ୍ୟୁରୋ: ଜାଣି ରଖନ୍ତୁ ଆଜି ଦିନର ବଡ ଖବର... () କେନ୍ଦୁଝରରୁ ବିଜେଡିକୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...କହିଲେ ଭୋଟ ରାଜନୀତି ପାଇଁ ଜଗନ୍ନାଥଙ୍କୁ ବ୍ୟବହା