ବାତ୍ୟା ପ୍ରଭାବିତ ୨୪ ଜଣଙ୍କୁ ଉଦ୍ଧାର କରିଛନ୍ତି ଓଡ୍ରାଫ ଟିମ
by Argus News
Sun, Oct 27 | 9:46 a.m.

ଅର୍ଗସ ବ୍ୟୁରୋ:  ରାତ୍ରୀ କାଳୀନ ଉଦ୍ଧାର ଅଭିଯାନ ସଫଳ । ଭଦ୍ରକ ଜିଲ୍ଲାର ତିହିଡି ଥାନା ଅଞ୍ଚଳର ତଳ ଗୋପବିନ୍ଧାରେ ବାତ୍ୟା ପ୍ରଭାବିତ 24 ଜଣଙ୍କୁ ଉଦ୍ଧାର କରିଛନ୍ତି ଓଡ୍ରାଫ ଟିମ । ସାଳନ୍ଦୀ ନଦୀ ପାଣି ଘେରରେ ଲୋକେ ଫସିଥିବା ଖବର ପାଇବା ପରେ ରାତ୍ରୀ ସାଢ଼େ 8ଟାରେ ଉଦ୍ଧାର ଅଭିଯାନ ଆରମ୍ଭ ହୋଇଥିଲା । ପୂର୍ବାଞ୍ଚଳ ଡିଆଇଡି, ଭଦ୍ରକ ଏସପିଙ୍କ ପ୍ରତ୍ୟେକ୍ଷ ତତ୍ବାବଧାନରେ ହୋଇଥିବା ଅପରେସନ ସଫଳ ହୋଇଛି । ଉଦ୍ଧାର ହୋଇଥିବା ଲୋକଙ୍କୁ ଐଶାନ୍ୟଚଣ୍ଡି ହାଇସ୍କୁଲରେ ହୋଇଥିବା ବାତ୍ୟା ଆଶ୍ରୟସ୍ଥଳର ରଖାଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ଘନ କୁହୁଡ଼ି
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ