ହାଇୱା ଧକ୍କାରେ ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ
by Argus News
Sat, Oct 05 | 11:12 a.m.

ଅର୍ଗସ ବ୍ୟୁରୋ: ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ହାଣ୍ଡିଫୁଟା ଗ୍ରାମର ଚୈଧୁରୀ ସୁଦର୍ଶନ ତ୍ରିପାଠୀ ସାଇକେଲରେ  ଭୋର ସକାଳ ୫ ଟା ସମୟରେ ଠାକୁରମୁଣ୍ଡାରୁ ନିଜ ଘର ହାଣ୍ଡିଫୁଟା କୁ ଯାଉଥିଲେ। ଠାକୁରମୁଣ୍ଡା ବଜାର ଠାରୁ ୫ କିମି ଦୂର ହାଣ୍ଡିଫୁଟା ଛକରେ ବାମ କଡରେ ବୁଲି ଘର କୁ ଯାଉଥିବା ବେଳେ  ଚଢେଇଧରାରୁ ଚିପ୍ଷି ବୋଝଇ ହାଇୱା OD04R 0926 ସାଇକେଲ ସହ ତାଙ୍କ ଉପରେ ମାଡ଼ି ଯିବାରୁ ଘଟଣାସ୍ଥଳ ରେ ମୃତ୍ୟୁ ହୋଇ ଥିଲା। ସଂଙ୍ଗେ ସଂଙ୍ଗେ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠିସ୍ୱାସ୍ଥ କେନ୍ଦ୍ର ଅଣା ଯାଇଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇ ଘଟଣାସ୍ଥଳ ରୁ ଖସି ପଳାଉଥିବା ଦେଖି ଲୋକ  ହାଇୱାକୁ ଗ୍ରାମ ବାସୀ ଧରିଥିଲେ ଏବଂ ଠାକୁରମୁଣ୍ଡା ଥାନାକୁ ଖବର ଦେଇଥିଲେ ।ପୋଲିସ ପହଞ୍ଚି ଡ୍ରାଇଭର ଓ ହାଇୱାକୁ ଜବତ କରି ଥାନାକୁ ଆଣି ଅଧିକ ତଦନ୍ତ ଜାରି ରହିଛି । 

 ଅଧିକ ପଢନ୍ତୁ ଓଡିଶା ଖବର...

ଯୁବକ ଗିରଫ
12m ago
ଯୁବତୀଙ୍କ ଫୋଟୋ ଭାଇରାଲ୍ କରିବା ପଡିଲା ମହଙ୍ଗା, ଯୁବକ ଗିରଫ
ବଲାଙ୍ଗୀର: ଜଣେ ଯୁବତୀଙ୍କ ଫଟୋକୁ ଫେକ୍ ଫେସବୁକ ଆକାଉଣ୍ଟରେ ଭାଇରାଲ୍ କରିବା ପଡିଛି ମହଙ୍ଗା । ଭାଇରାଲ କରିଥିବା ଯୁବକ ଶମ୍ଭୁ ପ୍ରଧାନକୁ ପୁଲିସ ଗିରଫ କରିଛି । ଏଭଳି ଘଟଣ
CRIME BRANCH
25m ago
ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ଅର୍ଗସ ବ୍ୟୁରୋ: ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍
FIRE CRACKER
57m ago
କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, ଆଡଭୋକେଟ କମିଟିର ପ୍ରସ୍ତାବ
ଅର୍ଗସ ବ୍ୟୁରୋ: କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। କେବଳ ପରିବେଶ ଅନୁକୂଳ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟିର ପ୍ରସ୍ତାବ। ରାବଣ ପୋଡ଼ି ପାଇଁ ବାଲିଯାତ୍ର