ପବିତ୍ର ନୂଆଁଖାଇ ଅବସରରେ ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ମନ୍ତ୍ରୀ
by Argus News
Sun, Sep 08 | 10:11 a.m.

ଅର୍ଗସ ବ୍ୟୁରୋ: ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପର୍ବ। ପବିତ୍ର ନୂଆଁଖାଇ ପର୍ବ ଅବସରରେ ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

 

ଏନେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଆମର୍ ରାଏଜର ମହାନ୍ କୃଷିଭିତ୍ତିକ୍ ଗଣପର୍ବ ‘ନୂଆଁଖାଇ’ ଅବସର୍ ଥି ରାଏଜ୍‌ବାସୀଙ୍କୁ ବହୁତ୍ ଶୁଭେଚ୍ଛା ଆର୍ ଅଭିନନ୍ଦନ୍ ଜନଉଛେଁ। 

ନୂଆଁଖାଇରେ ସମ୍ବଲପୁର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଆମର୍ ବଡ୍‌ଖା ତିହାର୍ ‘ନୂଆଁଖାଇ’ର୍ ଇ ଶୁଭ୍ ଅବସର୍ ନେ ସମ୍‌କର୍‌ ସୁସ୍ୱାସ୍ଥ୍ୟ, ସୁଖ୍, ସମୃଦ୍ଧି, ଆର୍ ପ୍ରଗତିର୍ ଲାଗି ମାଁ ସମ୍‌ଲେଇ ଆର୍ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଠାନେ ଗୁହାରି କରୁଛେଁ ।
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା