ବିଲକୁ ଯିବା ସମୟରେ ଦୁଇ କୃଷକଙ୍କୁ ଦଳିଦେଲା ଦନ୍ତା 
by Argus News
Mon, Dec 04 | 10:12 a.m.

 ଖୋର୍ଦ୍ଧା: ହାତୀ ଆକ୍ରମଣରେ ଦୁଇ ମୃତ। ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗି ରେଞ୍ଜ ବ୍ରଜ ଗୋପିକା ଧାମ ନିକଟରେ।ସକାଳୁ ବିଲକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।

ମୃତକ ଦୁଇଜଣ ହେଲେ ରାମଚନ୍ଦ୍ରପୁର ଗ୍ରାମପାୟତର ଲଷ୍ମୀଧର ବେହେରା ଓ ପାରିଓରଡ ଗ୍ରାମପାୟତର କୃଷ୍ଣ ଚନ୍ଦ୍ର ପ୍ରଧାନ।ଦୁଇ ଜଣଙ୍କ ମୃତଦେହ ପଡି ରହିଥିବା ବେଳେ ଘଟଣା ସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ନଥିବା ଜଣାପଡିଛି। ହାତୀ ଆକ୍ରମଣରେ ଦୁଇ ଜଣ ଚାଷୀଙ୍କ ମୃତ୍ୟୁ ଘଟି ଥିବାରୂ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ