ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର
by Argus News
Fri, Dec 01 | 9:28 a.m.

ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।

ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ