ବଜ୍ରପାତରେ ଜଣେ ମୃତ
by Argus News
Thu, May 09 | 11:10 a.m.

ଅର୍ଗସ ବ୍ୟୁରୋ: ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଅନ୍ତର୍ଗତ ଅର୍ଗଳ ଗ୍ରାମରେ। ମୃତକ ହେଲେ ବନମାଳୀ ମଳିକ। ଗତ କାଲି ଅପରାହ୍ନ ସମୟରେ ବିଲକୁ କାମ କରିବା ପାଇଁ ଯାଇଥିବା ବେଳେ ୫ଟା ସମୟରେ ବଜ୍ରପାତର ଶିକାର ହୋଇଥିଲେ। 

ରାତିରେ ଯେତେବେଳେ ସେ ଘରକୁ ନ ଫେରିଲେ ପରିବାର ଲୋକେ ଚିନ୍ତିତ ହୋଇପଡ଼ିଥିଲେ। ପରେ ଲୋକେ ବିଲରେ ଯାଇ ଖୋଜିଲା ବେଳକୁ ସେ ବିଲରେ ଅଚେତ ଅବସ୍ଥାରେ ପଡ଼ିଥିବା ଭାବି ତାଙ୍କୁ ମେଡିକାଲ ନେଇ ଆସିଲା ବେଳକୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ନିର୍ବାଚନ ସମୟରେ
8m ago
ନିର୍ବାଚନ ସମୟରେ ଭତ୍ତା ବାଣ୍ଟୁଛନ୍ତି ବିଜେଡି କର୍ମୀ
ଅର୍ଗସ ବ୍ୟୁରୋ: ବାଙ୍କୀ ବ୍ଲକ୍ କଳାପଥର ଗ୍ରାମ ପଞ୍ଚାୟତରେ ମାସିକ ଭତ୍ତା ଗତ ୧୫ତାରିଖରେ ଭତ୍ତା ବଣ୍ଟନ କରିବା ପାଇଁ ବ୍ଲକ୍ ପକ୍ଷରୁ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଭତ୍ତା ବଣ୍ଟନ କରିବ
ଭୁଜାଲିରେ ହତ୍ୟା
17m ago
ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ବରଗଡ଼ : ବରଗଡ଼ରେ ନିର୍ବାଚନୀ ହିଂସା । ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲି ରେ ହତ୍ୟା । ବରଗଡ଼ ସଦର ଥାନା ସରସରା ଗାଁରେ ଭୁଜାଲି ରେ ଆକ୍ରମଣ କରି ବିଜେପି କର୍ମୀଙ୍କୁ ହତ୍ୟା । ମୃ
MILK TEA
28m ago
ଖାଲି କ୍ଷୀରରେ ଚା' ପିଅନ୍ତୁ ନାହିଁ ତେବେ ...
ଅର୍ଗସ ବ୍ୟୁରୋ: ଯଦି ଆପଣ ଚା ପିଇବାକୁ ଭଲ ପାଆନ୍ତି ତାହା ସହ ସକାଳ ଏବଂ ସନ୍ଧ୍ୟାରେ ଖାଲି କ୍ଷୀରର ଚା ପିଅନ୍ତି। ତେବେ ।CMR ର ଏହି ରିପୋର୍ଟ କଣ କୁହାଯାଇଛି ଜାଣନ୍ତୁ। ଯେଉଁଥିର