ବାଇକ ଦୁର୍ଘଟଣା, ଜଣେ ମୃତ
by Argus News
Thu, Apr 18 | 8:34 a.m.

ଅର୍ଗସ ବ୍ୟୁରୋ:  ଭାରସାମ୍ୟ ହରାଇ ଓଲଟି ପଡିଲା ବାଇକ। ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ଅନ୍ତର୍ଗତ  ମୂଷାବଣୀ ଛକ ନିକଟରେ । ମୃତକ ହେଲେ ଦେଓଗାଁ ଗ୍ରାମର ଏସ କେ ଗୁଲଜାର ଙ୍କ ପୁଅ ଏସ୍ କେ ମିରାଜ୍ ବୋଲି ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ