ଦୁଇ ବାଇକ ଦୁର୍ଘଟଣା, ଜଣେ ମୃତ
by Argus News
Mon, Jun 24 | 9:27 a.m.

ଅର୍ଗସ ବ୍ୟୁରୋ: ଠାକୁରପାଟଣା ଛକ ନିକଟରେ ଦୁଇ ବାଇକ ମଧ୍ୟରେ ଦୁର୍ଘଟଣା,ଜଣେ ବାଇକ ଚାଳକ ମୃତ l ଏହାସହ ଦୁର୍ଘଟଣାରେ ଦୁଇଜଣ ବାଇକ ଚାଳକ ଗୁରୁତର ହେଇଥିଲେ l ସ୍ଥାନୀୟ ଲୋକେ ଗୁରୁତର ଦୁଇଜଣଙ୍କୁ ଚିକିତ୍ସା ପାଇଁ ଯାଜପୁର ରୋଡ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ l ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି l ଦିନକୁ ଦିନ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ