ମର୍ମନ୍ତୁଦ ସଡକ ଦୁର୍ଘଟଣା, ଜଣେ ମୃତ
by Argus News
Sun, Dec 03 | 8:40 a.m.

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ମର୍ମଦୁନ୍ତ ସଡ଼କ ଦୁର୍ଘଟଣା । ଡିଭାଇଡର ଭାଙ୍ଗି ବସ୍ କୁ ପିଟିଲା କାର୍ । ଏହି ଦୁର୍ଘଟଣାରେ ଜଣେ ମୃତ ହୋଇଥିବାବେଳେ ୩ ଣ ଗୁରୁତର ଥିବା ସୂଚନା। ମୃତକ ଜଣଙ୍କର ପରିଚୟ ମିଳିନି। କାର ଟି ପଟିଆରୁ ଡ଼ମାନ ଆଡକୁ ଯାଉଥିଲା । କାର ଟି ଦ୍ରୁତ ଗତିରେ ଯାଉଥିଲା ବୋଲି ସୂଚନା। ନିୟନ୍ତ୍ରଣ ହରାଇ ଡିଭାଇଡର ପିଟି ହୋଇ ଡ଼ମାନ ପଟୁ ଆସୁଥିବା ବସକୁ ପିଟି ଥିଲା । ବସକୁ ପିଟି ହୋଇ ଉଡିଥିଲା କାର । କାର ରେ ଥିଲେ 4 ଜଣ । 3 ଆହତ କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଚନ୍ଦ୍ରଶେଖରପୁର ଥାନା ପୋଲିସର ତଦନ୍ତ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ