ପୋଲରେ ପିଟି ହେଲା ବାଇକ, ଜଣେ ମୃତ
by Argus News
Sun, Mar 24 | 7:55 a.m.

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ଥାନା ଗଡିଆ ଛକ ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି । ଗୋଟିଏ ବାଇକରେ ତିନି ଜଣ ଯୁବକ କୌଣସି ଏକ କାମରେ ଆସୁଥିବା ବେଳେ ଗଡିଆ ଛକ ଠାରେ ବାଇକ୍  ଭାରସାମ୍ୟ ହରାଇ ଏକ ପୋଲରେ ଯାଇ ପିଟି ହୋଇଥିଲା।

ଫଳରେ ତିନି ଜଣ ଯାକ ବ୍ୟକ୍ତି ଆହତ ହୋଇଥିବାବେଳେ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ତୁରନ୍ତ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣା ଯାଇଥିଲା । ତେବେ ଜିଲ୍ଲା ଚିକିତ୍ସାଳୟର ଡାକ୍ତର ଜଣେ ଯୁବକଙ୍କୁ ମୃତ ଘୋଷଣା କରିଥିଲେ ।  ଅନ୍ୟ ଦୁଇଜଣ ଗୁରୁତର ଥିବାରୁ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ମୃତ ଯୁବକ ଜଣକ ଗଡିଆ ଗାଁର ଉମେଶ ଧରୁଆ ବୋଲି ଜଣାପଡିଛି ।

ଆହୁରି ପଢନ୍ତୁ ଓଡିଶା ଖବର...

RAHUL
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ
ଅର୍ଗସ ବ୍ୟୁରୋ: ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କର
NAVEEN PATNAIK
ନବୀନଙ୍କୁ ଫଶାଇଦେଲା ଭାରତ ରତ୍ନ ପ୍ରସଙ୍ଗ !
ଅର୍ଗସ ବ୍ୟୁରୋ : ସ୍ଵାର୍ଥପରର ସୀମାପାର କଲେଣି ମୁଖ୍ୟମନ୍ତ୍ରୀ । ଓଡ଼ିଶା ପାଇଁ ବିଜୁ ବାବୁଙ୍କ ଅନେକ ଅବଦାନ ଅଛି ଆମେ ଜମାରୁ ଅସ୍ଵୀକାର କରୁନୁ । ହେଲେ ରାଜ୍ୟରେ ଶହଶହ ବରପୁତ୍ର ଅଛନ୍ତି
PURI
ରତ୍ନଭଣ୍ଡାର ଚାବି ହଜାଇଛି କିଏ ?
ଅର୍ଗସ ବ୍ୟୁରୋ: ନବୀନ ବାବୁ କହିଲେ ଓଡ଼ିଆଙ୍କ ପାଇଁ ଚିନ୍ତା କରନ୍ତିନି ମୋଦି । ହେଲେ ପ୍ରକୃତରେ ଓଡ଼ିଆଙ୍କ ଲାଗି ଚିନ୍ତା କରନ୍ତି କିଏ ? ସେନେଇ ଗୋଟି ଗୋଟି ଗୁମର ଖୋଲିଦେଲେ ଧର୍ମେନ୍ଦ୍ର