ଛତିଶଗଡରେ ପୁଣି ଏନକାଉଣ୍ଟର, ଜଣେ ମାଓବାଦୀ ନିହତ
by Argus News
Mon, Jun 24 | 8:13 a.m.

ଅର୍ଗସ ବ୍ୟୁରୋ: ଛତିଶଗଡ ରେ ପୁଣି ଏନକାଉଣ୍ଟର। DRG ଯବାନ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ରହିଛି। ଗୁଳିବିନିମୟରେ ଜଣେ ମାଓବାଦୀ ନିହତ। ଛତିଶଗଡ ଧମ୍ ତେରୀ  ଜିଲ୍ଲା ଖଲ୍ଲାରି ଥାନା ଅନ୍ତର୍ଗତ ମୁହକୋଟ ଜଙ୍ଗଲରେ ଏନକାଉଣ୍ଟର ହୋଇଛି । ଘଟଣା ସ୍ଥଳରୁ ଜଣେ ମାଓାଦୀ ର ସବ ସମେତ SLR ବନ୍ଧୁକ ଓ ଅନ୍ୟ ମାଓ ସାମଗ୍ରୀ ଜବତ କରିଛି ଛତିଶଗଡ ପୋଲିସ୍ । ଏହାସହ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ