ମାଟି ଅତଡ଼ା ଧସି ଜଣେ ମୃତ
by Argus News
Tue, Feb 20 | 7:25 p.m.

ଅର୍ଗସ ବ୍ୟୁରୋ: ମାଟି ଅତଡ଼ା ଧସିବାରୁ ଚାପି ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅନାମ ରୋହିଦାସ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ମହୁଲପାଲି ଥାନା  ଅଞ୍ଚଳରେ ଘଟିଛି ଏଭଳି ଘଟଣା। ବାଲି ଘାଟରେ ଟ୍ରାକ୍ଟର ପଶି କଡ଼ରୁ ମାଟି ଖୋଳି ନେଉଥିବା ବେଳେ ହଠାତ ମାଟି ଧସି ଯାଇଥିଲା। 

ମାଟି ଅତଡା ଖସି ପଡ଼ିବାରୁ ଅନାମଙ୍କ ଉପରେ ମାଡି ବସିଥିଲା। ତେବେ ସାଙ୍ଗରେ ଯାଇଥିବା ଅନ୍ୟଜଣେ ତାଙ୍କୁ ଉଦ୍ଧାର କରି ଅନ୍ୟ ସହଯୋଗୀଙ୍କ ସହିତ କୁଚିଣ୍ଡା ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
10m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର