ଆଜିଠୁ କରାଯିବ ମହାପ୍ରଭୁଙ୍କୁ ଓଷ ଲାଗି
by Argus News
Fri, Jun 28 | 7:47 a.m.

ଅର୍ଗସ ବ୍ୟୁରୋ: 108 ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ  ଜ୍ୱରରେ ପୀଡିତ ଜଗତରନାଥ ପ୍ରଭୂ ଜଗନ୍ନାଥ। ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଶ୍ରୀମନ୍ଦିରରେ ଗୁପ୍ତ ସେବା ଜାରି ରହିଛି । ଅଣସର ଘରେ ଅବସ୍ଥାନ କରିଥିବା ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଗତକାଲି ଫୁଲୁରୀ ତେଲ ଲାଗି ପରେ ସାମାନ୍ୟ ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଆଜିଠୁ ବିଭିନ୍ନ ଔଷଧୀୟ ଉପଚାର ଲାଗୁ କରାଯିବ। ଆଜି ମଧ୍ୟାହ୍ନ ଧୂପ ପରେ  ସୁଦ୍ଧଶୁଆର ମାନେ ପ୍ରସ୍ତୁତ କରିଥିବା ଝୁଣା, ତେଲ ଓ ବିଭିନ୍ନ ଚେର ମୂଳିରେ ପ୍ରସ୍ତୁତ ଔଷଧକୁ ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ଅଙ୍ଗରେ ଲଗାଇବେ।

ଆଜିଠୁ ତିନିଦିନ ଧରି ମହାପ୍ରଭୁଙ୍କୁ ଓଷ ଲାଗି କରାଯିବ । ଷଷ୍ଠୀ ଠାରୁ ନବମୀ ତିଥି ପର୍ଯ୍ୟନ୍ତ ଏହି ଔଷଧ ଲାଗି କରାଯିବ। ଫଳରେ କିଛି ମାତ୍ରାରେ ଶ୍ରୀଜୀଉ ଜ୍ୱରରୁ ଉପଶମ ପାଇବେ। ଦଶମୀ ଦିନ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ମୋଦକ ଖାଇବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ଉପଶମ ହେବେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଅନ୍ତର୍ଜାତୀୟ ଟି-୨୦ରୁ
25m ago
ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା
ଅର୍ଗସ ବ୍ୟୁରୋ: ରୋହିତ ଓ କୋହଲିଙ୍କ ପରେ ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା । ଟି-୨୦ରୁ ଅବସର ନେଇ ଜାଡେଜା ନିଜ ସୋସିଆଲ ମିଡିଆର
ସୂର୍ଯ୍ୟକୁମାର ୟାଦବ
କ୍ୟାଚ୍ ର ରାଜ୍ କହିଲେ ସୂର୍ଯ୍ୟକୁମାର...
ଅର୍ଗସ ବ୍ୟୁରୋ: ସୂର୍ଯ୍ୟକୁମାର ୟାଦବ । କାଲିଠୁ ପ୍ରତିଟି ଭାରତୀୟଙ୍କ ମୁହଁରେ ତାଙ୍କ ନାଁ । ସବୁଠି ତାଙ୍କର ଭୁରି ଭୁରି ପ୍ରଶଂସା । ତାଙ୍କର ସେହି କ୍ୟାଚ୍ କୁ ନେଇ ଚର୍ଚ୍ଚା ବି ଜୋର୍
ମନୋଜ ଆହୁଜା
ଦାୟିତ୍ୱ ଗ୍ରହଣ କଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା
ଭୁବନେଶ୍ୱର: ଦାୟିତ୍ୱ ଗ୍ରହଣ କଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା । ଲୋକସେବା ଭବନରେ ଦାୟିତ୍ୱ ନେଲେ ମନୋଜ ଆହୁଜା