ନିର୍ବାଚନ ଇତିହାସରେ ସର୍ବାଧିକ ପ୍ରଲୋଭନ ସାମଗ୍ରୀ ଜବତ କଲେ ନିର୍ବାଚନ ଆୟୁକ୍ତ
by Argus News
Tue, Apr 16 | 5:46 p.m.

ଅର୍ଗସ ବ୍ୟୁରୋ : ୭୫ ବର୍ଷର ଲୋକସଭା ନିର୍ବାଚନ ଇତିହାସରେ ସର୍ବାଧିକ ପ୍ରଲୋଭନ ସାମଗ୍ରୀ ଜବତ କଲେ ନିର୍ବାଚନ ଆୟୁକ୍ତ । ଓଡ଼ିଶାରୁ ୧ କୋଟି ୪୭ ଲକ୍ଷରୁ ଅଧିକ ନଗଦ ଟଙ୍କା ଏବଂ ୧୬ କୋଟିରୁ ଅଧିକ ଟଙ୍କାର ମଦ ଜବତ। କଠୋର ଓ ନିରବଚ୍ଛିନ୍ନ କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି କହିଲେ ନିର୍ବାଚନ ଆୟୁକ୍ତ।

ଅଧିକ ପଢନ୍ତୁ : କଟକ ଜୁଡ଼ିସିଆଲ ଏକାଡେମୀ ଛକରୁ ଜବତ ହେଲା ୯୬୦ ଲିଟର ଦେଶୀ ମଦ

୨୦୨୪ ସାଧାରଣ ନିର୍ବାଚନ ସମୟରେ ମତଦାତାଙ୍କୁ ପ୍ରଲୋଭନ ବିରୋଧରେ ନିର୍ବାଚନ ଆୟୁକ୍ତ ବ୍ୟାପକ କାର୍ଯ୍ୟାନୁଷ୍ଠାନ ଜାରି କରିଛନ୍ତି । ଅର୍ଥବଳ ଉପରେ ନିର୍ବାଚନ ଆୟୁକ୍ତଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ ରହିଛି। ମାର୍ଚ୍ଚ ପହିଲାରୁ ଦୈନିକ ୧୦୦କୋଟି ଟଙ୍କା ଲେଖାଏଁ ଜବତ କରାଯାଇଥିବା ସୂଚନା ରହିଛି ।
 

HANUMAN
5m ago
ହନୁମାନଙ୍କୁ କାହିଁକି ସିନ୍ଦୁର ଲଗାଯାଏ
ଅର୍ଗସ ବ୍ୟୁରୋ: ଦେଶର ସମସ୍ତ ସ୍ଥାନରେ ହନୁମାନଙ୍କ ପୂଜା କରାଯାଏ । ଏହା ସହ ପ୍ରତି ବର୍ଷ ହନୁମାନ ଜୟନ୍ତୀ ମଧ୍ୟ ଏକ ବଡ ପର୍ବ ଭାବେ ପାଳନ କରାଯାଏ । ତେବେ ପ୍ରତିବର୍ଷ ଚନ୍ଦ୍ର ମାସ
2 CRORE FRAUD
10m ago
୨ କୋଟି ଟଙ୍କା ଠକେଇ ଘଟଣା ଗିରଫ ହେଲେ ବିମାଳାନନ୍ଦ ଭୂୟାଁ
ଅର୍ଗସ ବ୍ୟୁରୋ : ୨ କୋଟି ଟଙ୍କା ଠକେଇ ଘଟଣା ଗିରଫ ହେଲେ ପ୍ରୋପ୍ରାଇଟର ବିମାଳାନନ୍ଦ ଭୂୟାଁ । ଅଭିଯୁକ୍ତଙ୍କୁ ଲକ୍ଷ୍ନୌରୁ ଇନ୍ଦିରାନଗରରୁ ଗିରଫରୁ କରାଯାଇଛି । ଅଭିଯୁକ୍ତ ବିମାଳାନନ୍ଦ ଭୂୟା
4 SUSPECTED ISIS
25m ago
ଗିରଫ ହେଲେ ଆଇଏସଆଇଏସର ୪ଜଣ ଆତଙ୍କବାଦୀ
ଅର୍ଗସ ବ୍ୟୁରୋ : ବଡ଼ ଯୋଜନା ହେଲା ବିଫଳ । ଗିରଫ ହେଲେ ଆଇଏସଆଇଏସର ୪ଜଣ ଆତଙ୍କୀ । ସେମାନଙ୍କୁ ଗିରଫ କରି ପଚାରାଉଚରା କରୁଛି ଗୁଜିରାଟ୍ ‘ଏଟିଏସ୍’ । ଏହି ୪ଜଣ ଆତଙ୍କବାଦ