ପଦ୍ମଶ୍ରୀ କମଳା ପୂଜାରୀ ଏସସିବିରେ ଭର୍ତ୍ତି
by Argus News
Wed, Mar 13 | 7:28 a.m.

ଅର୍ଗସ ବ୍ୟୁରୋ: ପଦ୍ମଶ୍ରୀ କମଳା ପୂଜାରୀ ଏସସିବି ରେ ଭର୍ତ୍ତି । ହଠାତ୍ ଅସୁସ୍ଥତା ପାଇଁ ତାଙ୍କୁ ପ୍ରଥମେ ଜୟପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏହାପରେ ସ୍ୱାସ୍ଥ୍ୟରେ ଅବନତି ଘଟିବା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ନିଉ ମେଡ଼ିସିନ ଆଇସିୟୁରେ ଡାକ୍ତର ଜୟନ୍ତ ପଣ୍ଡାଙ୍କ ତତ୍ବାବଧାନରେ ଚିକିତ୍ସିତ ହେଉଛନ୍ତି କମଳା ପୂଜାରୀ। ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କ ଚିକିତ୍ସା କରୁଛନ୍ତି । ପଦ୍ମଶ୍ରୀ କମଳା ପୂଜାରୀ କିଡନୀ ରୋଗରେ ପୂଡ଼ିତ ଅଛନ୍ତି । ଅଲଟ୍ରା ସାଉଣ୍ଡ ସମେତ ତାଙ୍କର ଅନ୍ୟାନ୍ୟ ପରୀକ୍ଷା କରାଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ମାଓ ପ୍ରବଣ ଅଞ୍ଚଳରେ
17m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ