ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ
by Argus News
Sat, Jul 20 | 8:13 a.m.

କଟକ: ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ । ଚିକିତ୍ସାଧୀନ ଅବସ୍ଥାରେ କଟକ ଏସସିବିରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 76 ବର୍ଷ ବୟସ ହୋଇଥିଲା । କିଡନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ । କୋରାପୁଟ ଜିଲ୍ଲା ପାତ୍ରପୁଟ ଗାଁର କମଳା ପୂଜାରୀ ଲୋପ ପାଇ ଯାଉଥିବା ବିଭିନ୍ନ ସ୍ବଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି, ସେଗୁଡିକର ସଂରକ୍ଷଣ କରିପାରିଥିଲେ ।

ବଡ ମେଡିକାଲରୁ ଡିସଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଏଥିପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ତତ୍କାଳୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । କମଳା, କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଳକ ଅନ୍ତର୍ଗତ କାଣ୍ଡକିଗୁଡ଼ା ଗାଁରେ ଜନ୍ମଗ୍ରହଣ କରିଥିଲେ ।


 

ପଦ୍ମଶ୍ରୀ କମଳା ପୂଜାରୀ ଏସସିବିରେ ଭର୍ତ୍ତି

ଆଜିଠାରୁ ଏକମାସ
47m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି