ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ
by Argus News
Sun, Jul 21 | 1:37 p.m.

କୋରାପୁଟ: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ମୁଖାଗ୍ନି ଦେଇଛନ୍ତି ସାନ ପୁଅ ଟଙ୍କଧର ପୂଜାରୀ । ଜିଲ୍ଲାପାଳ, ଏସ୍‌ପି ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଶେଷକୃତ୍ୟ ହୋଇଛି । 

ଆଜି ଭୋର ୧.୧୦ ମିନିଟରେ କଟକ SCB ମେଡିକାଲରୁ ଆମ୍ବୁଲାନ୍ସରେ ଜୟପୁର ଜିଲ୍ଲା ଡାକ୍ତରଖାନାକୁ ପହଞ୍ଚିଲା । କମଳା ପୂଜାରୀଙ୍କ ପାର୍ଥିବ ଶରୀର ପହଂଚିବା ପରେ ଜିଲ୍ଲା କଲେକ୍ଟର, ଜିଲ୍ଲା ଏସପି, ଜୟପୁର ସବ୍-କଲେକ୍ଟର, ତହସିଲଦାର, ଏସ୍ ଡି ପି ଓ, ବି,ଡି, ଓ, ସଦର ଥାନା ଅଧିକାରୀ, ଅନ୍ୟ କେତେକ ଜିଲ୍ଲା, ଉପ-ଜିଲ୍ଲା। ସମସ୍ତ ଅଧିକାରୀ ଆସି କମଳା ପୂଜାରୀଙ୍କ ପାର୍ଥିବ ଶରୀରକୁ  ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । 

ଆଜି ସକାଳ ୭.୩୦ ମିନିଟ୍ ରେ ଏକ ଶୋଭାଯାତ୍ରା ଯୋଗେ ତାଙ୍କର ପାର୍ଥିବ ଶରୀର ତାଙ୍କ ଗ୍ରାମ ପାତ୍ରପୁଟରେ ପହଞ୍ଚିଥିଲା । ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆ ଯିବାପରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି ।  

କୃଷି ବିଷାରଦ ପଦ୍ମଶ୍ରୀ କମଳା ପୁଜାରୀ
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା