ସମୁଦ୍ର ଲୁଟେରାଙ୍କ କବଳରୁ ମୁକ୍ତ ହେବା ପରେ କହିଲେ ଇଣ୍ଡିଆ ଜିନ୍ଦାବାଦ
by Argus News
Sun, Mar 31 | 9:05 p.m.

ଅର୍ଗସ ବ୍ୟୁରୋ : ସମୁଦ୍ର ଲୁଟେରାଙ୍କ କବଳରୁ ମୁକ୍ତ ହେବା ପରେ ଇଣ୍ଡିଆ ଜିନ୍ଦାବାଦ କହିଲେ ପାକିସ୍ଥାନୀ ନାଗରିକ । ଆରବ ସାଗରରେ ସୋମାଲିଆ ଲୁଟେରାଙ୍କ କବଳରୁ ମୁକ୍ତ ହେବା ପରେ ଭାରତୀୟ ନୌସେନାଙ୍କୁ କୃତଜ୍ଞତା ଜଣାଇଛନ୍ତି ଅପହରଣ ହୋଇଥିବା ଜାହାଜର ପାକିସ୍ତାନୀ କ୍ରୁ । 

ଅଧିକ ପଢନ୍ତୁ ଭାରତ ଖବର

ଭାରତୀୟ ନୌସେନା ପାଇଁ ସେମାନଙ୍କର ଜୀବନ ବଞ୍ଚି ଯାଇଛି ବୋଲି କହିଛନ୍ତି । ଏଥିସହ। ସମାନେ ‘ଇଣ୍ଡିଆ ଜିନ୍ଦାବାଦ’ ନାରା ଦେଇଛନ୍ତି । ୧୨ ଘଣ୍ଟାର ଲମ୍ବା ଅପରେଶନ ପରେ ସୋମାଲିଆ ଲୁଟେରାଙ୍କଠୁ ୨୩ ପାକିସ୍ତାନ ନାଗରିକଙ୍କୁ ଉଦ୍ଧାର କରିଥିଲେ ଭାରତୀୟ ନୌସେନା । ଆଇଏନଏସ ତ୍ରିଶୂଳ ସାହାଯ୍ୟରେ ଜାହାଜରେ ଥିବା ଲୁଟେରାଙ୍କ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିଲେ ଭାରତୀୟ ନୌସେନା ।

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ