ଆଜି ମହା ବିଷୁବ ସଂକ୍ରାନ୍ତି, ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଆୟୋଜନ
by Argus News
Sun, Apr 14 | 7:08 a.m.

ଅର୍ଗସ ବ୍ୟୁରୋ: ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପର୍ବ ପଣା ସଂକ୍ରାନ୍ତି । ଆଜି ମହା ବିଷୁବ ସଂକ୍ରାନ୍ତି । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପର୍ବ ପଣା ସଂକ୍ରାନ୍ତି । ଆଜି ମଧ୍ୟ ଓଡ଼ିଆ ନବବର୍ଷ । ପଣା ସଂକ୍ରାନ୍ତି ନେଇ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଆୟୋଜନ ମଧ୍ୟ କରାଯାଇଛି ।  ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡ଼ିଆ ଘର ଚଳଚଞ୍ଚଳ ହୋଇପଡ଼ିଛି। ଓଡ଼ିଆ ଘରେ ପଣା ଭୋଗ ପରଂପରା ରହିଛି ।

ମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି। ଓଡ଼ିଶା ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆମାନେ ଧୂମଧାମରେ ପାଳନ କରିଥାନ୍ତି ଏହି ଦିନଟିକୁ। କେବଳ ଏତିକି ନୁହେଁ ରାଜ୍ୟର ବିଭିନ୍ନ ଦେବୀ ମନ୍ଦିରଗୁଡ଼ିକରେ ମହାବିଷୁବ ସଂକ୍ରାନ୍ତି ଦିନ ଝାମୁ ଯାତ୍ରା ପାଳନ କରାଯାଉଅଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ADR REPORT
8m ago
ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜ
24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର