ପାଣ୍ଡିଆନ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର: ରୁବେନ୍ ବାନାର୍ଜୀ
by Argus News
Wed, May 22 | 7:10 a.m.

ଅର୍ଗସ ବ୍ୟୁରୋ: ବିଜୁ ଜନତା ଦଳର ନେତା ଭି. କେ ପାଣ୍ଡିଆନ ନିଜ ଦଳ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର। ଅର୍ଗସକୁ ଏକ୍ସକ୍ଲୁସିଭ୍ ସାକ୍ଷାତକାରକୁ ଏକଥା କହିଛନ୍ତି ବରିଷ୍ଠ ସାମ୍ବାଦିକ ରୁବେନ୍ ବାନାର୍ଜୀ। ସେ ଆହୁରି କହିଛନ୍ତି ପାଣ୍ଡିଆନ ହେଉଛନ୍ତି ବିଜେଡିର ସଞ୍ଜୟ ଗାନ୍ଧୀ। ପାଣ୍ଡିଆନ ପ୍ରଚାର କରନ୍ତୁ ବୋଲି ଚାହୁଁନାହାନ୍ତି ବିଜେଡି ପ୍ରାର୍ଥୀ। ଏଥର ନିର୍ବାଚନରେ ବିଜେଡି ଖସିବ ବୋଲି କହିବା ସହ ଓଡ଼ିଶା ରାଜନୀତିରେ 1995 ଓ 2024 ନିର୍ବାଚନର ତୁଳନାତ୍ମକ ଚିତ୍ର ରଖିଛନ୍ତି ରୁବେନ୍ ବାନାର୍ଜୀ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ