ପ୍ୟାରିସ ଅଲମ୍ପିକ୍ସ ; କ୍ୱାର୍ଟରରେ ପ୍ରବେଶ କଲେ ଭାରତୀୟ ମହିଳା ତୀରନ୍ଦାଜୀ ଦଳ
by Argus News
Fri, Jul 26 | 8:15 a.m.

ଅର୍ଗସ ବ୍ୟୁରୋ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ମହିଳା ତୀରନ୍ଦାଜୀ ଦଳର କମାଲ ।  କ୍ୱାର୍ଟରରେ ପ୍ରବେଶ କରିଛି ଭାରତୀୟ ମହିଳା ତୀରନ୍ଦାଜୀ ଦଳ । ଆଜିଠାରୁ ବିଧିବଦ୍ଧ ଭାବେ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହେବ। ପ୍ରତିଯୋଗିତାରେ ଭାରତୀୟ ମହିଳା ଟିମ ରାଙ୍କିଙ୍ଗ ରାଉଣ୍ଡରେ ଦମଦାର ପ୍ରଦର୍ଶନ କରି ସିଧା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ରାଙ୍କିଙ୍ଗ ରାଉଣ୍ଡରେ ଭାରତୀୟ ଦଳ ୪ର୍ଥ ସ୍ଥାନରେ ନିଜର ଅଭିଯାନ ଶେଷ କରିଛି।

ଅଧିକ ପଢନ୍ତୁ : ଷ୍ଟାଡିୟମ୍‌ ନୁହେଁ ନଈ ଭିତରେ ଅଲିମ୍ପିକ୍ସ ଉଦଘାଟନ

ଭାରତୀୟ ଦଳରେ ଡେବ୍ୟୁଟାଣ୍ଟ ଅଙ୍କିତା ଭକତ, ଭଜନ କୌର ଓ ଦୀପିକା କୁମାରୀ ମିଳିତ ଭାବେ ୧୯୮୩ ପଏଣ୍ଟ ହାସଲ କରି କ୍ୱାର୍ଟର ଫାଇନାଲରେ ସ୍ଥାନ ପକ୍କା କରିଛନ୍ତି। କୋରିଆ ନୂଆ ଅଲିମ୍ପିକ୍ସ ରେକର୍ଡ ୨୦୪୬ ପଏଣ୍ଟ ସହ ପ୍ରଥମ ସ୍ଥାନରେ ରହିଛି। ଚାଇନା ୧୯୯୬ ପଏଣ୍ଟ ସହ ଦ୍ୱିତୀୟ ଓ ମେକ୍ସିକୋ ୧୯୮୬ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛି ।

ଆଜିଠାରୁ ଏକମାସ
52m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି