ପ୍ୟାରିସ ପାରାଅଲମ୍ପିକ୍ସ:୧୦୦ ମିଟର ରେସରେ ପ୍ରୀତି ପାଲଙ୍କୁ ବ୍ରୋଞ୍ଜ
by Argus News
Fri, Aug 30 | 6:18 p.m.

ଅର୍ଗସ ବ୍ୟୁରୋ:ପ୍ୟାରିସ ପାରାଅଲମ୍ପିକ୍ସର ଦ୍ୱିତୀୟ ଦିନରେ ଚମକିଛନ୍ତି ଭାରତୀୟ କ୍ରୀଡ଼ାବିତ। ଭାରତକୁ ମିଳିଛି ତୃତୀୟ ପଦକ। ୧୦୦ ମିଟର T୩୫ ରେସରେ ପ୍ରୀତି ପାଲ ନିଜର ପ୍ରଥମ ପାରାଅଲମ୍ପିକ୍ସରେ ବ୍ରୋଞ୍ଜ ଜିତିଛନ୍ତି ।୧୪.୨୧ ଟାଇମିଂରେ ରେସ ଶେଷ କରି ପ୍ରୀତି ଏହି ସଫଳତା ହାସଲ କରିଛନ୍ତି । ତାଙ୍କ ଏ ସଫଳତା ପାଇଁ ଚାରିଆଡୁ ଶୁଭେଛାର ସୁଅ ଛୁଟିଛି। ୧୦ ମିଟର ଏୟାର ରାଇଫଲ ଷ୍ଟାଣ୍ଡିଂ  ଇଭେଣ୍ଟରେ ଅବନୀ ଲେଖରା ସ୍ୱର୍ଣ୍ଣ ଜିତିଥିବା ବେଳେ ମୋନା ଅଗ୍ରୱାଲ ବ୍ରୋଞ୍ଜ ପଦକ ହାତେଇଛନ୍ତି । ୧୬୯ଟି ରାଷ୍ଟ୍ରର ୪,୪୦୦ ଜଣ କ୍ରୀଡ଼ାବିତ୍ ଏହି ଇଭେଣ୍ଟରେ ଅଂଶଗ୍ରହଣ କରିଛନ୍ତି । ୮୪ ଜଣ ଭାରତୀୟ ପ୍ରତିଯୋଗୀ ୧୨ଟି କ୍ରୀଡ଼ାରେ ନିଜର ଭାଗ୍ୟ ପରୀକ୍ଷା କରିବେ। ଭାରତ ଏଥର ଅଧିକ ପଦକ ଜିତିବ ବୋଲି କ୍ରୀଡ଼ାପ୍ରେମୀ ଆଶା ରଖିଛନ୍ତି


 

ପାଟଣାଗଡ଼ରେ
now
ପାଟଣାଗଡ଼ରେ ୧୨ ଟିକିଆ ହାତୀ ପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବନାଞ୍ଚଲର ଟିକ୍ରାପଡ଼ା ସେକସନରୁ ଗତ ରାତିରେ ଗୁଦ୍ରାମୁଣ୍ଡା ପଟୁ 12ଟିକିଆ ହାତୀ ପଲ ଆସି ପାଟଣାଗଡ ରେଞ୍ଜର ସେମେଲ ମୁଣ୍ଡା ଗାଁର
କୁମ୍ଭୀର
now
ଉଦ୍ଧାର ହେଲା ଥଣ୍ଟିଆ କୁମ୍ଭୀର
କଟକ: କାଠଯୋଡ଼ିରୁ ଉଦ୍ଧାର ହେଲା ଘଡ଼ିଆଳ ବା ଥଣ୍ଟିଆ କୁମ୍ଭୀର । କଟକ ସିଟି ରେଞ୍ଜ ଅଫିସ ଉଦ୍ୟମ ବଳରେ ଏହି କୁମ୍ଭୀରକୁ ଉଦ୍ଧାର କରାଯାଇଛି। ଦୀର୍ଘ ଏକ ମାସ ରୁ ଉର୍ଦ୍ଧ୍ବ ସମୟ ଧରି କାଠଯୋଡ଼
ଦିଲ୍ଲୀ ମଦ ଦୁର୍ନୀତିରେ
ଦିଲ୍ଲୀ ମଦ ଦୁର୍ନୀତିରେ ବହୁ ନେତା ଜେଲ ଯିବା ପରେ ଆତିଶୀ ଥିଲେ ଚର୍ଚ୍ଚାରେ
ଅର୍ଗସ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଇସ୍ତଫା ପରେ ଆତିଶି ମାର୍ଲେନ ମୁଖ୍ୟମନ୍ତ୍ରୀ ଭାବେ ଦଳୀୟ ନେତାଙ୍କ ଦ୍ୱାରା ମନୋନୀତ ହୋଇଛନ୍ତି । ଦିଲ୍ଲୀ ମଦ ଦୁର୍ନୀତିରେ ବହ