କଂଗ୍ରେସକୁ ଝଟକା, ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ
by Argus News
Fri, Mar 01 | 12:57 p.m.

ଅର୍ଗସ ବ୍ୟୁରୋ : କଂଗ୍ରେସକୁ ଝଟକା । ଦଳ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ । ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ନେଇ ପିସିସି ସଭାପତିଙ୍କୁ ଚିଠି ଲେଖିଛନ୍ତି । 2014 ରୁ 2016 ଯୁବ କଂଗ୍ରେସ ସଭାପତି ଓ ପରେ ପିସିସି ସାଧାରଣ ସମ୍ପାଦକ ପଦରେ ରହିଥିଲେ ରଜତ ।

ଅଧିକ ପଢନ୍ତୁ ଭାରତ ଖବର

ଦଳୀୟ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ଥିବା ଯୋଗୁଁ ଦଳ ଛାଡିଥିବା ଚର୍ଚ୍ଚା ହେଉଛି । ନିକଟରେ ନିହାର ମହାନନ୍ଦ, ଅଂଶୁମାନ ମହାନ୍ତି ଓ ବିପ୍ଳବ ଜେନାଙ୍କ ଭଳି ଟାଣୁଆ ନେତା ଦଳ ଛାଡିଛନ୍ତି ।
 

ମୁମ୍ବାଇରୁ ଲଣ୍ଡନ
19m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
21m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
24m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍