କାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୧୨ ରାଜ୍ୟର ୯୪ ଆସନରେ ହେବ ନିର୍ବାଚନ
by Argus News
Mon, May 06 | 9:25 p.m.

ଅର୍ଗସ ବ୍ୟୁରୋ : ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ । ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ ଲୋକସଭା ଆସନର ହେବ ନିର୍ବାଚନ । ଆସନ୍ତାକାଲି ଆସାମର ୪ ଟି , ବିହାରର ୫ଟି, ଛତିଶଗଡର ୭ଟି, ଗୋଆର ୨ଟି, ଗୁଜରାଟର ୨୬, କର୍ଣ୍ଣାଟକର ୧୪, ମଧ୍ୟପ୍ରଦେଶର ୮, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ପଶ୍ଚିମବଙ୍ଗର ୪, ଦାଦ୍ରା  ନଗର ହାଭେଲି, ଦାମନ ଏବଂ ଡିୟୁର ୨ଟି ଆସନରେ ଭୋଟ ହେବାକୁ ଯାଉଛି । 

ଅଧିକ ପଢନ୍ତୁ ଭାରତ ଖବର

ସୁରତରେ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥୀ ପତ୍ର ଖାରଜ ଏବଂ ଅନ୍ୟ ୮ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଖାରଜ ପରେ ବିଜେପିର ମୁକେଶ ଦଲାଲ ନିଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ସେହିପରି ଜମ୍ମୁ-କାଶ୍ମୀରରେ ପାଣିପାଗ ସ୍ଥିତି ଭଲ ନଥିବାରୁ ଅନନ୍ତନାଗ-ରାଜୋରୀରେ ନିର୍ବାଚନ ସ୍ଥଗିତ ରଖାଯାଇଛି ।

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍