ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା : ୧୨ଜଣ ଯାତ୍ରୀ ଆହତ
by Argus News
Thu, Feb 08 | 7:59 a.m.

ଅର୍ଗସ ବ୍ୟୁରୋ : କଲିକତା ବାଙ୍କୁଡ ଅଭିମୁଖି ଯାଉଥିବା ତୀର୍ଥ ଯାତ୍ରୀ ବସ୍ ବାଲେଶ୍ବର ନିଧିପଣ୍ଡା ଛକ ନିକଟରେ ଦୁର୍ଘଟଣାଗ୍ରସ୍ଥ, ଦୁର୍ଘଟଣାରେ ୧୨ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୮ଗୁରତର ଅବସ୍ଥାରେ ମେଡିକାଲରେ ଭର୍ତ୍ତ ହୋଇଛନ୍ତି।

ଅଧିକ ପଢନ୍ତୁ ଓଡିଶା ଖବର

ଛିଡା ହୋଇଥିବା ହାଇଓ୍ବା ପଛପଟୁ ଧକ୍କା ଦେଇଥିଲା ବସ୍। ସମସ୍ତ ଗୁରୁତର ଓ ଆହତ ବାଲେଶ୍ବର ଜିଲ୍ଲା ମେଡିକାଲରେ ଭର୍ତ୍ତି କରି କରାଯାଇଛି।

ରାଜ୍ୟରେ ଲାଗୁ ହେବ
5m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର